Online Bible

- Reklamy -




ମାଥିଉ 26:49 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

49 ଆଉ, ସେ ସେହିକ୍ଷଣି ଯୀଶୁଙ୍କ ନିକଟକୁ ଆସି, ହେ ଗୁରୁ, ନମସ୍କାର, ଏହା କହି ତାହାଙ୍କୁ ବହୁତ ଚୁମ୍ବନ କଲା।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

49 ଆଉ, ସେ ସେହିକ୍ଷଣି ଯୀଶୁଙ୍କ ନିକଟକୁ ଆସି, ହେ ଗୁରୁ, ନମସ୍କାର, ଏହା କହି ତାହାଙ୍କୁ ବହୁତ ଚୁମ୍ଵନ କଲା।

Viz kapitola kopírovat

ଓଡିଆ ବାଇବେଲ

49 ଆଉ, ସେ ସେହିକ୍ଷଣି ଯୀଶୁଙ୍କ ନିକଟକୁ ଆସି, ହେ ଗୁରୁ, ନମସ୍କାର, ଏହା କହି ତାହାଙ୍କୁ ବହୁତ ଚୁମ୍ବନ କଲା ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

49 ଯିହୁଦା ସିଧା ଯୀଶୁଙ୍କ ନିକଟକୁ ଯାଇ ତାଙ୍କୁ ନମସ୍କାର କରି ଚୁମ୍ବନ ଦେଲା।

Viz kapitola kopírovat

ପବିତ୍ର ବାଇବଲ

49 ତା'ପରେ ଯିହୂଦା ଯୀଶୁଙ୍କ ପାଖରେ ପହଞ୍ଚି ତାହାଙ୍କୁ କହିଲେ, “ହେ ଗୁରୁ, ନମସ୍କାର” ତା'ପରେ ସେ ଯୀଶୁଙ୍କୁ ଚୁମ୍ବନ ଦେଲେ।

Viz kapitola kopírovat




ମାଥିଉ 26:49

Následuj nás:

Reklamy


Reklamy