Online Bible

- Reklamy -




ମାଥିଉ 26:57 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

57 ପରେ ଯେଉଁମାନେ ଯୀଶୁଙ୍କୁ ଧରିଥିଲେ, ସେମାନେ ତାହାଙ୍କୁ କୟାଫା ମହାଯାଜକଙ୍କ ନିକଟକୁ ନେଇଗଲେ; ସେହି ସ୍ଥାନରେ ଶାସ୍ତ୍ରୀ ଓ ପ୍ରାଚୀନବର୍ଗ ଏକତ୍ର ହୋଇଥିଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

57 ପରେ ଯେଉଁମାନେ ଯୀଶୁଙ୍କୁ ଧରିଥିଲେ, ସେମାନେ ତାହାଙ୍କୁ କୟାଫା ମହାଯାଜକଙ୍କ ନିକଟକୁ ଘେନିଗଲେ; ସେହି ସ୍ଥାନରେ ଶାସ୍ତ୍ରୀ ଓ ପ୍ରାଚୀନବର୍ଗ ଏକତ୍ର ହୋଇଥିଲେ।

Viz kapitola kopírovat

ଓଡିଆ ବାଇବେଲ

57 ପରେ ଯେଉଁମାନେ ଯୀଶୁଙ୍କୁ ଧରିଥିଲେ, ସେମାନେ ତାହାଙ୍କୁ କୟାଫା ମହାଯାଜକଙ୍କ ନିକଟକୁ ନେଇଗଲେ; ସେହି ସ୍ଥାନରେ ଶାସ୍ତ୍ରୀ ଓ ପ୍ରାଚୀନବର୍ଗ ଏକତ୍ର ହୋଇଥିଲେ ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

57 ଯୀଶୁଙ୍କ ଗିରଫକାରୀମାନେ ତାଙ୍କୁ ପ୍ରଧାନ ଯାଜକ କୟାଫାଙ୍କ ଗୃହକୁ ନେଲେ। ସେଠାରେ ଥିଲେ।

Viz kapitola kopírovat

ପବିତ୍ର ବାଇବଲ

57 ଯେଉଁ ଲୋକମାନେ ଯୀଶୁଙ୍କୁ ବନ୍ଦୀ କରି ନେଇଥିଲେ, ସେମାନେ ତାହାଙ୍କୁ ମହାଯାଜକ କୟାଫାଙ୍କ ଘରକୁ ନେଇଗଲେ। ସେଠାରେ ଧର୍ମଶାସ୍ତ୍ରୀ ଓ ପ୍ରାଚୀନ ନେତାମାନେ ଏକାଠି ଜମା ହୋଇଥିଲେ।

Viz kapitola kopírovat




ମାଥିଉ 26:57

Následuj nás:

Reklamy


Reklamy