Online Bible

- Reklamy -




ମାଥିଉ 26:59 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

59 ଇତିମଧ୍ୟରେ ପ୍ରଧାନ ଯାଜକମାନେ ଓ ସମସ୍ତ ମହାସଭା ଯୀଶୁଙ୍କୁ ବଧ କରିବା ନିମନ୍ତେ ତାହାଙ୍କ ବିରୁଦ୍ଧରେ ମିଥ୍ୟା ସାକ୍ଷ୍ୟ ଖୋଜିବାକୁ ଲାଗିଲେ,

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

59 ଇତିମଧ୍ୟରେ ପ୍ରଧାନ ଯାଜକମାନେ ଓ ସମସ୍ତ ମହାସଭା ଯୀଶୁଙ୍କୁ ବଧ କରିବା ନିମନ୍ତେ ତାହାଙ୍କ ବିରୁଦ୍ଧରେ ମିଥ୍ୟାସାକ୍ଷ୍ୟ ଅନ୍ଵେଷଣ କରିବାକୁ ଲାଗିଲେ,

Viz kapitola kopírovat

ଓଡିଆ ବାଇବେଲ

59 ଇତିମଧ୍ୟରେ ପ୍ରଧାନ ଯାଜକମାନେ ଓ ସମସ୍ତ ମହାସଭା ଯୀଶୁଙ୍କୁ ବଧ କରିବା ନିମନ୍ତେ ତାହାଙ୍କ ବିରୁଦ୍ଧରେ ମିଥ୍ୟା ସାକ୍ଷ୍ୟ ଖୋଜିବାକୁ ଲାଗିଲେ,

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

59 ମୁଖ୍ୟ ପୁରୋହିତ ଓ ମହାସଭାର ସଦସ୍ୟମାନେ ଯୀଶୁଙ୍କୁ ପ୍ରାଣଦଣ୍ଡ ଦେବା ପାଇଁ ତାଙ୍କ ବିରୁଦ୍ଧରେ ମିଥ୍ୟା ପ୍ରମାଣ ସଂଗ୍ରହ କରିବାକୁ ଚେଷ୍ଟା କଲେ। ଅନେକ ଲୋକ ଯୀଶୁଙ୍କ ବିରୁଦ୍ଧରେ ମିଥ୍ୟା କଥା କହିଲେ।

Viz kapitola kopírovat

ପବିତ୍ର ବାଇବଲ

59 ଯୀଶୁଙ୍କୁ ଯେପରି ମୃତ୍ୟୁଦଣ୍ଡ ଦେଇ ପାରିବେ, ସେଥିପାଇଁ ପ୍ରଧାନଯାଜକ ଓ ସମ୍ପୂର୍ଣ୍ଣ ଯିହୂଦୀ ମହାସଭା ଯୀଶୁଙ୍କ ବିରୁଦ୍ଧରେ କିଛି ମିଛ ଅଭିଯୋଗ ଖୋଜି ବାହାର କରିବାକୁ ଚେଷ୍ଟା କଲେ।

Viz kapitola kopírovat




ମାଥିଉ 26:59

Následuj nás:

Reklamy


Reklamy