ମାଥିଉ 26:64 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT64 ଯୀଶୁ ତାହାଙ୍କୁ କହିଲେ, “ଆପଣ କହିଅଛନ୍ତି; ଆହୁରି ମୁଁ ଆପଣମାନଙ୍କୁ କହୁଅଛି, ଅଦ୍ୟାବଧି ଆପଣମାନେ ମନୁଷ୍ୟପୁତ୍ରଙ୍କୁ ପରାକ୍ରମର ଦକ୍ଷିଣ ପାର୍ଶ୍ୱରେ ଉପବିଷ୍ଟ ଓ ଆକାଶର ମେଘମାଳାରେ ଆଗମନ କରିବା ଦେଖିବେ।” Viz kapitolaପବିତ୍ର ବାଇବଲ (Re-edited) - (BSI)64 ଯୀଶୁ ତାଙ୍କୁ କହିଲେ, ଆପଣ କହିଅଛନ୍ତି; ଆହୁରି, ମୁଁ ଆପଣମାନଙ୍କୁ କହୁଅଛି, ଅଦ୍ୟାବଧି ଆପଣମାନେ ମନୁଷ୍ୟପୁତ୍ରଙ୍କୁ ପରାକ୍ରମର ଦକ୍ଷିଣ ପାର୍ଶ୍ଵରେ ଉପବିଷ୍ଟ ଓ ଆକାଶର ମେଘମାଳାରେ ଆଗମନ କରିବା ଦେଖିବେ। Viz kapitolaଓଡିଆ ବାଇବେଲ64 ଯୀଶୁ ତାହାଙ୍କୁ କହିଲେ, ଆପଣ କହିଅଛନ୍ତି; ଆହୁରି ମୁଁ ଆପଣମାନଙ୍କୁ କହୁଅଛି, ଅଦ୍ୟାବଧି ଆପଣମାନେ ମନୁଷ୍ୟପୁତ୍ରଙ୍କୁ ପରାକ୍ରମର ଦକ୍ଷିଣ ପାର୍ଶ୍ୱରେ ଉପବିଷ୍ଟ ଓ ଆକାଶର ମେଘମାଳାରେ ଆଗମନ କରିବା ଦେଖିବେ । Viz kapitolaପବିତ୍ର ବାଇବଲ (CL) NT (BSI)64 ଯୀଶୁ ଉତ୍ତର ଦେଲେ, “ତୁମେ ଠିକ୍ କହିଛ। କିନ୍ତୁ ମୁଁ ତୁମ ସମସ୍ତଙ୍କୁ କହୁଛି, ଶୀଘ୍ର ମନୁଷ୍ୟପୁତ୍ର ସର୍ବଶକ୍ତିମାନଙ୍କ ଦକ୍ଷିଣ ପାଶ୍ୱର୍ରେ ଉପବିଷ୍ଟ ହେବାକୁ ଯାଉଛନ୍ତି, ପୁଣି ତାଙ୍କୁ ସ୍ୱର୍ଗରେ ମେଘମାଳା ସହିତ ଓହ୍ଲାଇ ଆସିବା ତୁମେ ଦେଖିବ।” Viz kapitolaପବିତ୍ର ବାଇବଲ64 ଯୀଶୁ କହିଲେ, “ହଁ, ମୁଁ ପରମେଶ୍ୱରଙ୍କ ପୁତ୍ର ଖ୍ରୀଷ୍ଟ। କିନ୍ତୁ ମୁଁ ତୁମ୍ଭକୁ କହି ରଖୁଛି ଯେ, ତୁମ୍ଭେ ଭବିଷ୍ୟତରେ ମନୁଷ୍ୟପୁତ୍ରଙ୍କୁ ସେହି ସର୍ବଶକ୍ତିମାନ ପରମେଶ୍ୱରଙ୍କ ଡାହାଣ ପଟେ ବସିଥିବାର ଓ ଆକାଶର ମେଘମାଳାରେ ଆସୁଥିବାର ଦେଖିବ।” Viz kapitola |