ମାଥିଉ 26:65 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT65 ସେଥିରେ ମହାଯାଜକ ଆପଣା ବସ୍ତ୍ର ଚିରି କହିଲେ, ଏ ଈଶ୍ବର ନିନ୍ଦା କଲା, ସାକ୍ଷୀରେ ଆମ୍ଭମାନଙ୍କର ଆଉ କଅଣ ଆବଶ୍ୟକ? ଦେଖନ୍ତୁ, ଆପଣମାନେ ଏବେ ହେଁ ଈଶ୍ବର ନିନ୍ଦା ଶୁଣିଲେ, Viz kapitolaପବିତ୍ର ବାଇବଲ (Re-edited) - (BSI)65 ସେଥିରେ ମହାଯାଜକ ଆପଣା ବସ୍ତ୍ର ଚିରି କହିଲେ, ଏ ଈଶ୍ଵରନିନ୍ଦା କଲା, ସାକ୍ଷୀରେ ଆମ୍ଭମାନଙ୍କର ଆଉ କଅଣ ପ୍ରୟୋଜନ? ଦେଖନ୍ତୁ, ଆପଣମାନେ ଏବେ ହେଁ ଈଶ୍ଵରନିନ୍ଦା ଶୁଣିଲେ, Viz kapitolaଓଡିଆ ବାଇବେଲ65 ସେଥିରେ ମହାଯାଜକ ଆପଣା ବସ୍ତ୍ର ଚିରି କହିଲେ, ଏ ଈଶ୍ୱର ନିନ୍ଦା କଲା, ସାକ୍ଷୀରେ ଆମ୍ଭମାନଙ୍କର ଆଉ କ'ଣ ଆବଶ୍ୟକ ? ଦେଖନ୍ତୁ, ଆପଣମାନେ ଏବେ ହେଁ ଈଶ୍ୱର ନିନ୍ଦା ଶୁଣିଲେ, Viz kapitolaପବିତ୍ର ବାଇବଲ (CL) NT (BSI)65 ଏହା ଶୁଣି ପ୍ରଧାନ ପୁରୋହିତ ନିଜ ପୋଷାକକୁ ଚିରି ପକାଇ କହିଲା, “ଏହା ତ ଈଶ୍ୱର ନିନ୍ଦା। ଆଉ ଅନ୍ୟ ସାକ୍ଷୀ ଦରକାର ନାହିଁ। ଏହିକ୍ଷଣି ଏହାର ଈଶ୍ୱର ନନ୍ଦା ତ ତୁମେ ଶୁଣିଲ। Viz kapitolaପବିତ୍ର ବାଇବଲ65 ମହାଯାଜକ ଏ କଥା ଶୁଣି ବହୁତ ରାଗିଗଲେ ଓ ସେ ତାହାଙ୍କ ନିଜ ପୋଷାକ ଚିରି ପକେଇଲେ ଓ ସେ କହିଲେ, “ଏ ଯେଉଁସବୁ କଥା କହିଲେ, ତା’ ଦ୍ୱାରା ପରମେଶ୍ୱରଙ୍କର ନିନ୍ଦା ହୋଇଛି। ଆମ୍ଭର ଆଉ କୌଣସି ସାକ୍ଷୀ ଦରକାର ନାହିଁ। ତୁମ୍ଭେମାନେ ପରମେଶ୍ୱରଙ୍କର ନିନ୍ଦା ଶୁଣିଛ। ତୁମ୍ଭେମାନେ ତେବେ କ’ଣ ଭାବୁଛ?” Viz kapitola |