ମାଥିଉ 26:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ଜଣେ ସ୍ତ୍ରୀଲୋକ ଗୋଟିଏ ପାତ୍ରରେ ବହୁମୂଲ୍ୟ ସୁଗନ୍ଧି ତୈଳ ନେଇ ତାହାଙ୍କ ନିକଟକୁ ଆସିଲେ ଏବଂ ସେ ଭୋଜନରେ ବସିଥିବା ସମୟରେ ତାହାଙ୍କ ମସ୍ତକରେ ଢାଳିବାକୁ ଲାଗିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)7 ଜଣେ ସ୍ତ୍ରୀଲୋକ ଗୋଟିଏ ପାତ୍ରରେ ବହୁମୂଲ୍ୟ ସୁଗନ୍ଧି ତୈଳ ଘେନି ତାହାଙ୍କ ନିକଟକୁ ଆସିଲେ ଏବଂ ସେ ଭୋଜନରେ ବସିଥିବା ସମୟରେ ତାହାଙ୍କ ମସ୍ତକରେ ଢାଳିବାକୁ ଲାଗିଲେ। Viz kapitolaଓଡିଆ ବାଇବେଲ7 ଜଣେ ସ୍ତ୍ରୀଲୋକ ଗୋଟିଏ ପାତ୍ରରେ ବହୁମୂଲ୍ୟ ସୁଗନ୍ଧି ତୈଳ ନେଇ ତାହାଙ୍କ ନିକଟକୁ ଆସିଲେ ଏବଂ ସେ ଭୋଜନରେ ବସିଥିବା ସମୟରେ ତାହାଙ୍କ ମସ୍ତକରେ ଢାଳିବାକୁ ଲାଗିଲେ । Viz kapitolaପବିତ୍ର ବାଇବଲ (CL) NT (BSI)7 ଶିମୋନ ଘରେ ଯୀଶୁ ଭୋଜନରେ ବସିଥିବାବେଳେ ଜଣେ ସ୍ତ୍ରୀ ଲୋକ ଗୋଟିଏ ଧଳା ପଥର ପାତ୍ରରେ ମୂଲ୍ୟବାନ ସୁଗନ୍ଧି ତୈଳ ପୂର୍ଣ୍ଣ କରି ଯୀଶୁଙ୍କ ମୁଣ୍ଡ ଉପରେ ଢ଼ାଳି ଦେଲା। Viz kapitolaପବିତ୍ର ବାଇବଲ7 ଯୀଶୁ ସେଠାରେ ଥିବା ସମୟରେ ଜଣେ ସ୍ତ୍ରୀଲୋକ ତାହାଙ୍କ ପାଖରେ ଆସି ପହଞ୍ଚିଲା। ସେ ଗୋଟିଏ ପାତ୍ରରେ ବହୁ ମୂଲ୍ୟବାନ୍ ସୁଗନ୍ଧିତ ଅତର ଆଣିଥିଲା। ସେ ଅତରତକ ଯୀଶୁଙ୍କ ମୁଣ୍ତ ଉପରେ ଢାଳି ଦେଲା’ ସେତେବେଳେ ଯୀଶୁ ଖାଉଥିଲେ। Viz kapitola |