ମାଥିଉ 27:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ସକାଳ ହୁଅନ୍ତେ, ସମସ୍ତ ପ୍ରଧାନ ଯାଜକମାନେ ପୁଣି, ଲୋକମାନଙ୍କର ପ୍ରାଚୀନବର୍ଗ ଯୀଶୁଙ୍କୁ ବଧ କରିବା ପାଇଁ ତାହାଙ୍କର ବିରୁଦ୍ଧରେ ମନ୍ତ୍ରଣା କଲେ, Viz kapitolaପବିତ୍ର ବାଇବଲ (Re-edited) - (BSI)1 ପ୍ରଭାତ ହୁଅନ୍ତେ, ସମସ୍ତ ପ୍ରଧାନଯାଜକ, ପୁଣି ଲୋକମାନଙ୍କର ପ୍ରାଚୀନବର୍ଗ ଯୀଶୁଙ୍କୁ ବଧ କରିବା ନିମନ୍ତେ ତାହାଙ୍କ ବିପକ୍ଷରେ ମନ୍ତ୍ରଣା କଲେ, Viz kapitolaଓଡିଆ ବାଇବେଲ1 ସକାଳ ହୁଅନ୍ତେ, ସମସ୍ତ ପ୍ରଧାନ ଯାଜକମାନେ ପୁଣି, ଲୋକମାନଙ୍କର ପ୍ରାଚୀନବର୍ଗ ଯୀଶୁଙ୍କୁ ବଧ କରିବା ପାଇଁ ତାହାଙ୍କର ବିରୁଦ୍ଧରେ ମନ୍ତ୍ରଣା କଲେ, Viz kapitolaପବିତ୍ର ବାଇବଲ (CL) NT (BSI)1 ତା’ ପରଦିନ ଭୋରରୁ ଯୀଶୁଙ୍କୁ ମାରିଦେବାକୁ ମୁଖ୍ୟ ପୁରୋହିତ ଓ ଧର୍ମନେତାମାନେ ଚକ୍ରାନ୍ତ କଲେ। Viz kapitolaପବିତ୍ର ବାଇବଲ1 ତା’ ପରଦିନ ଅତି ସକାଳୁ ସମସ୍ତ ପ୍ରଧାନଯାଜକ ଓ ପ୍ରାଚୀନ ନେତାମାନେ ଏକାଠି ହେଲେ, ଓ ଯୀଶୁଙ୍କୁ ବଧ କରିବା ପାଇଁ ଯୋଜନା କଲେ। Viz kapitola |