ମାଥିଉ 27:15 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 କିନ୍ତୁ ପର୍ବ ସମୟରେ ଲୋକସମୂହର ଇଚ୍ଛାନୁସାରେ ଜଣେ ବନ୍ଦୀକୁ ସେମାନଙ୍କ ନିମନ୍ତେ ମୁକ୍ତ କରିବା ଶାସନକର୍ତ୍ତାଙ୍କର ରୀତି ଥିଲା। Viz kapitolaପବିତ୍ର ବାଇବଲ (Re-edited) - (BSI)15 କିନ୍ତୁ ପର୍ବ ସମୟରେ ଲୋକସମୂହର ଇଚ୍ଛାନୁସାରେ ଜଣେ ବନ୍ଦୀକି ସେମାନଙ୍କ ନିମନ୍ତେ ମୁକ୍ତ କରିବା ଶାସନ-କର୍ତ୍ତାଙ୍କର ରୀତି ଥିଲା। Viz kapitolaଓଡିଆ ବାଇବେଲ15 କିନ୍ତୁ ପର୍ବ ସମୟରେ ଲୋକସମୂହର ଇଚ୍ଛାନୁସାରେ ଜଣେ ବନ୍ଦୀକୁ ସେମାନଙ୍କ ନିମନ୍ତେ ମୁକ୍ତ କରିବା ଶାସନକର୍ତ୍ତାଙ୍କର ରୀତି ଥିଲା । Viz kapitolaପବିତ୍ର ବାଇବଲ (CL) NT (BSI)15 ନିସ୍ତାର ପର୍ବ ସମୟରେ ଜନତାର ଇଚ୍ଛା ଅନୁଯାୟୀ ରୋମୀୟ ଶାସକ ଯେ କୌଣସି ଗୋଟିଏ ବନ୍ଦୀକୁ ଖଲାସ କରି ଦେବାର ପ୍ରଥା ଥିଲା। Viz kapitolaପବିତ୍ର ବାଇବଲ15 ପ୍ରତ୍ୟେକ ବର୍ଷ ନିସ୍ତାରପର୍ବ ଅବସରରେ ରାଜ୍ୟପାଳ କାରାଗାରରୁ ଜଣେ ବନ୍ଦୀକୁ ମୁକ୍ତ କରିବାର ରୀତି ଥିଲା। ଲୋକମାନେ ଯେଉଁ ଲୋକକୁ ମୁକ୍ତ କରିବାକୁ ଗ୍ଭହୁଁଥିଲେ, କେବଳ ସେହି ଲୋକକୁ ମୁକ୍ତ କରାଯାଉଥିଲା। Viz kapitola |