ମାଥିଉ 27:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ଆଉ ସେମାନେ ତାହାଙ୍କୁ ବାନ୍ଧି ନେଇଯାଇ ପୀଲାତ ନାମକ ଶାସନକର୍ତ୍ତାଙ୍କ ହସ୍ତରେ ସମର୍ପଣ କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)2 ଆଉ ସେମାନେ ତାହାଙ୍କୁ ବାନ୍ଧି ଘେନିଯାଇ ପୀଲାତ ନାମକ ଶାସନକର୍ତ୍ତାଙ୍କ ହସ୍ତରେ ସମର୍ପଣ କଲେ। Viz kapitolaଓଡିଆ ବାଇବେଲ2 ଆଉ ସେମାନେ ତାହାଙ୍କୁ ବାନ୍ଧି ନେଇଯାଇ ପୀଲାତ ନାମକ ଶାସନକର୍ତ୍ତାଙ୍କ ହସ୍ତରେ ସମର୍ପଣ କଲେ । Viz kapitolaପବିତ୍ର ବାଇବଲ (CL) NT (BSI)2 ସେମାନେ ତାଙ୍କୁ ଶିକୁଳିରେ ବାନ୍ଧି ରୋମ ସାମ୍ରାଜ୍ୟର ପ୍ରାଦେଶିକ ଶାସକ ପିଲାତଙ୍କ ନିକଟକୁ ନେଇଗଲେ। Viz kapitolaପବିତ୍ର ବାଇବଲ2 ସେମାନେ ଯୀଶୁଙ୍କୁ ବାନ୍ଧି ପକାଇଲେ। ତା'ପରେ ତାହାଙ୍କୁ ରାଜ୍ୟପାଳ ପୀଲାତଙ୍କ ପାଖକୁ ନେଇଗଲେ, ଓ ତାହାଙ୍କ ହାତରେ ଯୀଶୁଙ୍କୁ ଦେଇଦେଲେ। Viz kapitola |