ମାଥିଉ 27:23 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT23 ସେଥିରେ ପୀଲାତ ପଚାରିଲେ, କାହିଁକି, ସେ କି ଦୋଷ କରିଅଛି? କିନ୍ତୁ ସେମାନେ ଅତ୍ୟନ୍ତ ଚିତ୍କାର କରି କହିଲେ, ସେ କ୍ରୁଶରେ ଚଢ଼ାଯାଉ। Viz kapitolaପବିତ୍ର ବାଇବଲ (Re-edited) - (BSI)23 ସେଥିରେ ସେ ପଚାରିଲେ, କାହିଁକି, ସେ କି ଦୋଷ କରିଅଛି? କିନ୍ତୁ ସେମାନେ ଅତ୍ୟ; ଚିତ୍କାର କରି କହିଲେ, ସେ କ୍ରୁଶରେ ଚଢ଼ାଯାଉ। Viz kapitolaଓଡିଆ ବାଇବେଲ23 ସେଥିରେ ପୀଲାତ ପଚାରିଲେ, କାହିଁକି, ସେ କି ଦୋଷ କରିଅଛି ? କିନ୍ତୁ ସେମାନେ ଅତ୍ୟନ୍ତ ଚିତ୍କାର କରି କହିଲେ, ସେ କ୍ରୁଶରେ ଚଢ଼ାଯାଉ । Viz kapitolaପବିତ୍ର ବାଇବଲ (CL) NT (BSI)23 ପିଲାତ ପଚାରିଲେ, “କିନ୍ତୁ ସେ କି ଅପରାଧ କରିଛନ୍ତି?” ସେମାନେ ଆହୁରି ପାଯି କରି କହିବାକୁ ଲାଗିଲେ, “ତାଙ୍କୁ କ୍ରୁଶରେ ଚଢ଼ାଅ।” Viz kapitolaପବିତ୍ର ବାଇବଲ23 ପୀଲାତ ପଗ୍ଭରିଲେ, “କାହିଁକି? ସେ କ’ଣ ଅପରାଧ କରିଛନ୍ତି?” କିନ୍ତୁ ସମସ୍ତେ ଚିତ୍କାର କରି କହିଲେ, “ତାହାଙ୍କୁ କ୍ରୁଶରେ ଚଢ଼ାଇ ଦିଆଯାଉ।” Viz kapitola |