ମାଥିଉ 27:24 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT24 ଏଣୁ ପୀଲାତ ଯେତେବେଳେ ଦେଖିଲେ ଯେ, ସେ କିଛି କରିପାରୁ ନାହାନ୍ତି, ବରଂ ଆହୁରି ଗଣ୍ଡଗୋଳ ହେଉଅଛି, ସେତେବେଳେ ସେ ପାଣି ନେଇ ଲୋକମାନଙ୍କ ଆଗରେ ହାତ ଧୋଇ କହିଲେ, ଏହି ରକ୍ତପାତରେ ଆମ୍ଭେ ନିର୍ଦ୍ଦୋଷ, ତୁମ୍ଭେମାନେ ତାହା ବୁଝ। Viz kapitolaପବିତ୍ର ବାଇବଲ (Re-edited) - (BSI)24 ଏଣୁ ପୀଲାତ ଯେତେବେଳେ ଦେଖିଲେ ଯେ, ସେ କିଛି କରି ପାରୁ ନାହାନ୍ତି, ବରଞ୍ଚ ଆହୁରି ଗଣ୍ତଗୋଳ ହେଉଅଛି, ସେତେବେଳେ ସେ ଜଳ ଘେନି ଲୋକସମୂହ ସାକ୍ଷାତରେ ହସ୍ତ ପ୍ରକ୍ଷାଳନ କରି କହିଲେ, ଏହି ରକ୍ତପାତରେ ଆମ୍ଭେ ନିର୍ଦ୍ଦୋଷ, ତୁମ୍ଭେମାନେ ତାହା ବୁଝ। Viz kapitolaଓଡିଆ ବାଇବେଲ24 ଏଣୁ ପୀଲାତ ଯେତେବେଳେ ଦେଖିଲେ ଯେ, ସେ କିଛି କରି ପାରୁ ନାହାଁନ୍ତି, ବରଂ ଆହୁରି ଗଣ୍ଡଗୋଳ ହେଉଅଛି, ସେତେବେଳେ ସେ ପାଣି ନେଇ ଲୋକମାନଙ୍କ ଆଗରେ ହାତ ଧୋଇ କହିଲେ, ଏହି ରକ୍ତପାତରେ ଆମ୍ଭେ ନିର୍ଦ୍ଦୋଷ, ତୁମ୍ଭେମାନେ ତାହା ବୁଝ । Viz kapitolaପବିତ୍ର ବାଇବଲ (CL) NT (BSI)24 ଯେତେବେଳେ ପିଲାତ ଦେଖିଲେ ଯେ ସେମାନଙ୍କୁ ଆଉ କହି କିଛି ଲାଭ ନାହିଁ, ବରଂ ଶାନ୍ତି ଭଙ୍ଗର ଆଶଙ୍କା ଅଛି, ସେ ଅଳ୍ପ ଜଳ ନେଇ, ଲୋକମାନଙ୍କ ସମ୍ମୁଖରେ ହାତ ଧୋଇ ପକାଇ କହିଲେ, “ଏ ବ୍ୟକ୍ତିଙ୍କ ମୃତ୍ୟୁ ପାଇଁ ମୁଁ ଦାୟୀ ନୁହେଁ। ଏହା ତୁମର କାମ।” Viz kapitolaପବିତ୍ର ବାଇବଲ24 ପୀଲାତ ଦେଖିଲେ ଯେ, ସେ ଲୋକମାନଙ୍କ ମତ ବଦଳେଇବାକୁ କିଛି କରି ପାରିବେ ନାହିଁ ବରଂ ଲୋକେ ବେଳକୁ ବେଳ ଉତ୍ତେଜିତ ହୋଇ ଉଠୁଛନ୍ତି। ପୀଲାତ କିଛି ପାଣି ନେଲେ ଓ ସମସ୍ତେ ଦେଖି ପାରିବା ଭଳି ତାହାଙ୍କର ଦୁଇହାତ ଧୋଇଲେ। ସେ କହିଲେ, “ଏ ଲୋକର ମୃତ୍ୟୁ ପାଇଁ ମୁଁ ଦାୟୀ ନୁହେଁ। ତୁମ୍ଭେମାନେ କେବଳ ଏସବୁ କରୁଛ।” Viz kapitola |