Online Bible

- Reklamy -




ମାଥିଉ 27:25 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

25 ଏଥିରେ ସମସ୍ତ ଲୋକ ଉତ୍ତର ଦେଲେ, ତାହାର ରକ୍ତ ଆମ୍ଭମାନଙ୍କ ଓ ଆମ୍ଭମାନଙ୍କ ସନ୍ତାନମାନଙ୍କ ଉପରେ ବର୍ତ୍ତୁ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

25 ଏଥିରେ ସମସ୍ତ ଲୋକ ଉତ୍ତର ଦେଲେ, ତାହାର ରକ୍ତ ଆମ୍ଭମାନଙ୍କ ଓ ଆମ୍ଭମାନଙ୍କ ସନ୍ତାନମାନଙ୍କ ଉପରେ ବର୍ତ୍ତୁ।

Viz kapitola kopírovat

ଓଡିଆ ବାଇବେଲ

25 ଏଥିରେ ସମସ୍ତ ଲୋକ ଉତ୍ତର ଦେଲେ, ତାହାର ରକ୍ତ ଆମ୍ଭମାନଙ୍କ ଓ ଆମ୍ଭମାନଙ୍କ ସନ୍ତାନମାନଙ୍କ ଉପରେ ବର୍ତ୍ତୁ ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

25 ଲୋକମାନେ ଉତ୍ତର ଦେଲେ, “ତା’ର ମୃତ୍ୟୁ ପାଇଁ ଦଣ୍ଡ ଭୋଗିବାର ଥିଲେ, ଆମକୁ ଓ ଆମ ପିଲାମାନଙ୍କୁ ସେହି ଦଣ୍ଡଭୋଗ କରିବାକୁ ପଡ଼ୁ।”

Viz kapitola kopírovat

ପବିତ୍ର ବାଇବଲ

25 ସବୁ ଲୋକ ଉତ୍ତର ଦେଲେ, “ଆମ୍ଭେ ତାହାଙ୍କ ମୃତ୍ୟୁ ପାଇଁ ଦାୟୀ ରହିବୁ। ତାହାଙ୍କ ମୃତ୍ୟୁ ପାଇଁ ଯେକୌଣସି ଦଣ୍ଡ ପାଇବାକୁ ଯୋଗ୍ୟ, ଆମ୍ଭ ନିଜ ପାଇଁ ଓ ଆମ୍ଭ ପିଲାମାନଙ୍କ ପାଇଁ ସେଥିରେ ରାଜି ଅଛୁ।”

Viz kapitola kopírovat




ମାଥିଉ 27:25

Následuj nás:

Reklamy


Reklamy