Online Bible

- Reklamy -




ମାଥିଉ 27:27 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

27 ଏହାପରେ ଶାସନକର୍ତ୍ତାଙ୍କ ସୈନ୍ୟମାନେ ଯୀଶୁଙ୍କୁ ପ୍ରାସାଦ ଭିତରକୁ ନେଇଯାଇ ସମସ୍ତ ସୈନ୍ୟଦଳକୁ ତାହାଙ୍କ ନିକଟରେ ଏକତ୍ର କଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

27 ଏଥିଉତ୍ତାରେ ଶାସନକର୍ତ୍ତାଙ୍କ ସୈନ୍ୟମାନେ ଯୀଶୁଙ୍କୁ ପ୍ରାସାଦ ଭିତରକୁ ଘେନିଯାଇ ସମସ୍ତ ସୈନ୍ୟଦଳକୁ ତାହାଙ୍କ ନିକଟରେ ଏକତ୍ର କଲେ।

Viz kapitola kopírovat

ଓଡିଆ ବାଇବେଲ

27 ଏହାପରେ ଶାସନକର୍ତ୍ତାଙ୍କ ସୈନ୍ୟମାନେ ଯୀଶୁଙ୍କୁ ପ୍ରାସାଦ ଭିତରକୁ ନେଇଯାଇ ସମସ୍ତ ସୈନ୍ୟଦଳକୁ ତାହାଙ୍କ ନିକଟରେ ଏକତ୍ର କଲେ ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

27 ପିଲାତଙ୍କ ସୈନ୍ୟମାନେ ଯୀଶୁଙ୍କୁ ରୋମୀୟ ଶାସକଙ୍କ ପ୍ରାସାଦକୁ ନେଇଗଲେ ଏବଂ ସମସ୍ତେ ତାଙ୍କୁ ଘେରି ଠିଆହେଲେ।

Viz kapitola kopírovat

ପବିତ୍ର ବାଇବଲ

27 ତା'ପରେ ପୀଲାତଙ୍କ ସୈନ୍ୟମାନେ ଯୀଶୁଙ୍କୁ ପୀଲାତଙ୍କ ରାଜପ୍ରାସାଦ ଭିତରକୁ ନେଇଗଲେ। ସବୁ ସୈନ୍ୟମାନେ ଯୀଶୁଙ୍କ ଗ୍ଭରିପଟେ ଜମା ହୋଇଗଲେ।

Viz kapitola kopírovat




ମାଥିଉ 27:27

Následuj nás:

Reklamy


Reklamy