Online Bible

- Reklamy -




ମାଥିଉ 27:29 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

29 ଆଉ କଣ୍ଟାର ମୁକୁଟ ବନାଇ ତାହାଙ୍କ ମସ୍ତକରେ ଦେଲେ ଓ ତାହାଙ୍କର ଦକ୍ଷିଣ ହସ୍ତରେ ଖଣ୍ଡିଏ ନଳ ଦେଲେ, ପୁଣି, ତାହାଙ୍କ ସମ୍ମୁଖରେ ଜାନୁ ପାତି ଏହା କହି ତାହାଙ୍କୁ ପରିହାସ କଲେ, ହେ ଯିହୁଦୀମାନଙ୍କ ରାଜା, ନମସ୍କାର।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

29 ଆଉ କଣ୍ଟାର ମୁକୁଟ ବନାଇ ତାହାଙ୍କ ମସ୍ତକରେ ଦେଲେ ଓ ତାହାଙ୍କର ଦକ୍ଷିଣ ହସ୍ତରେ ଖଣ୍ତିଏ ନଳ ଦେଲେ, ପୁଣି ତାହାଙ୍କ ସମ୍ମୁଖରେ ଜାନୁ ପାତି, ହେ ଯିହୁଦୀମାନଙ୍କ ରାଜା, ନମସ୍କାର, ଏହା କହି ତାହାଙ୍କୁ ପରିହାସ କଲେ।

Viz kapitola kopírovat

ଓଡିଆ ବାଇବେଲ

29 ଆଉ କଣ୍ଟାର ମୁକୁଟ ବନାଇ ତାହାଙ୍କ ମସ୍ତକରେ ଦେଲେ ଓ ତାହାଙ୍କର ଦକ୍ଷିଣ ହସ୍ତରେ ଖଣ୍ଡିଏ ନଳ ଦେଲେ, ପୁଣି, ତାହାଙ୍କ ସମ୍ମୁଖରେ ଜାଣୁ ପାତି, ହେ ଯିହୂଦୀମାନଙ୍କ ରାଜା, ନମସ୍କାର, ଏହା କହି ତାହାଙ୍କୁ ପରିହାସ କଲେ ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

29 କଣ୍ଟା ଗଛ ଡ଼ାଳରେ ଗୋଟିଏ ମୁକୁଟ ତିଆରି କରି ତାଙ୍କ ମୁଣ୍ଡ ଉପରେ ପିନ୍ଧାଇ ଦେଲେ ଓ ତାଙ୍କ ଡ଼ାହାଣ ହାତରେ ଗୋଟିଏ ଯଷ୍ଟି ଧରାଇଲେ। ତା’ପରେ ତାଙ୍କ ସମ୍ମୁଖରେ ଆଣ୍ଠୁ ମାଡ଼ି ତାଙ୍କୁ ବ୍ୟଙ୍ଗ କରି କହିଲେ, “ଇହୁଦୀମାନଙ୍କର ରାଜା ଚିରଞ୍ଜୀବୀ ହୁଅନ୍ତୁ।”

Viz kapitola kopírovat

ପବିତ୍ର ବାଇବଲ

29 ସେମାନେ କଣ୍ଟା ଡାଳରେ ଗୋଟିଏ ମୁକୁଟ ତିଆରି କଲେ ଓ ସେହି କଣ୍ଟା ମୁକୁଟ ଯୀଶୁଙ୍କ ମୁଣ୍ଡରେ ପିନ୍ଧାଇ ଦେଲେ। ତାହାଙ୍କର ଡାହାଣ ହାତରେ ବାଡ଼ିଟି ଧରେଇ ଦେଲେ। ତା'ପରେ ତାହାଙ୍କ ଆଗରେ ଆଣ୍ଠୁମାଡ଼ି ବସିପଡ଼ି ତାହାଙ୍କୁ ଥଟ୍ଟା କଲେ। ସେମାନେ କହିଲେ, “ହେ ଯିହୂଦୀମାନଙ୍କର ରାଜା! ତୁମ୍ଭେ ଦୀର୍ଘଜୀବୀ ହୁଅ।”

Viz kapitola kopírovat




ମାଥିଉ 27:29

Následuj nás:

Reklamy


Reklamy