ମାଥିଉ 27:30 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT30 ଆଉ, ସେମାନେ ତାହାଙ୍କ ଉପରେ ଛେପ ପକାଇଲେ ଓ ସେହି ନଳ ନେଇ ତାହାଙ୍କ ମୁଣ୍ଡରେ ମାରିବାକୁ ଲାଗିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)30 ଆଉ, ସେମାନେ ତାହାଙ୍କ ଉପରେ ଛେପ ପକାଇଲେ ଓ ସେହି ନଳ ଘେନି ତାହାଙ୍କ ମୁଣ୍ତରେ ମାରିବାକୁ ଲାଗିଲେ। Viz kapitolaଓଡିଆ ବାଇବେଲ30 ଆଉ, ସେମାନେ ତାହାଙ୍କ ଉପରେ ଛେପ ପକାଇଲେ ଓ ସେହି ନଳ ନେଇ ତାହାଙ୍କ ମୁଣ୍ଡରେ ମାରିବାକୁ ଲାଗିଲେ । Viz kapitolaପବିତ୍ର ବାଇବଲ (CL) NT (BSI)30 ସେମାନେ ତାଙ୍କ ଉପରେ ଛେପ ପକାଇଲେ, ସେହି ଯଷ୍ଟି ନେଇ ତାଙ୍କ ମୁଣ୍ଡକୁ ଆଘାତ କଲେ। Viz kapitolaପବିତ୍ର ବାଇବଲ30 ତା'ପରେ ସେମାନେ ତାହାଙ୍କ ମୁହଁ ଉପରକୁ ଛେପ ପକାଇଲେ ଓ ତାହାଙ୍କ ହାତରୁ ବାଡ଼ିଟି ନେଇ ସେଥିରେ ତାହାଙ୍କର ମୁଣ୍ଡକୁ ପିଟିବାକୁ ଲାଗିଲେ। Viz kapitola |