Online Bible

- Reklamy -




ମାଥିଉ 27:37 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

37 ଆଉ, ସେମାନେ ତାହାଙ୍କ ମସ୍ତକର ଊର୍ଦ୍ଧ୍ୱରେ ଏହି ଅଭିଯୋଗପତ୍ର ଲେଖି ଲଗାଇଦେଲେ, ଏ ଯିହୁଦୀମାନଙ୍କର ରାଜା ଯୀଶୁ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

37 ଆଉ, ସେମାନେ ତାହାଙ୍କ ମସ୍ତକର ଊର୍ଦ୍ଧ୍ଵରେ ଏହି ଅଭିଯୋଗପତ୍ର ଲେଖି ଲଗାଇଦେଲେ, ଏ ଯିହୁଦୀମାନଙ୍କର ରାଜା ଯୀଶୁ।

Viz kapitola kopírovat

ଓଡିଆ ବାଇବେଲ

37 ଆଉ, ସେମାନେ ତାହାଙ୍କ ମସ୍ତକର ଊର୍ଦ୍ଧ୍ୱରେ ଏହି ଅଭିଯୋଗପତ୍ର ଲେଖି ଲଗାଇଦେଲେ, ଏ ଯିହୂଦୀମାନଙ୍କର ରାଜା ଯୀଶୁ ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

37 ତାଙ୍କ ବିରୁଦ୍ଧରେ ହୋଇଥିବା ଅଭିଯୋଗର ଗୋଟିଏ ଲିଖିତ ବିଜ୍ଞପ୍ତି ତାଙ୍କ ମସ୍ତକ ଉପରେ ଝୁଲେଇ ଦିଆଯାଇଥିଲା: “ଏଇ ହେଉଛନ୍ତି ଇହୁଦୀମାନଙ୍କର ରାଜା।”

Viz kapitola kopírovat

ପବିତ୍ର ବାଇବଲ

37 ସୈନ୍ୟମାନେ ଯୀଶୁଙ୍କ ବିରୁଦ୍ଧରେ ଅଭିଯୋଗପତ୍ର ତିଆରି କଲେ ଓ ତାହାକୁ ତାହାଙ୍କ ମୁଣ୍ଡ ଉପରେ ଝୁଲାଇ ଦେଲେ। ସେଥିରେ ଲେଖା ଥିଲା, “ଏ ଯିହୂଦୀମାନଙ୍କର ରାଜା ଯୀଶୁ।”

Viz kapitola kopírovat




ମାଥିଉ 27:37

Následuj nás:

Reklamy


Reklamy