ମାଥିଉ 27:43 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT43 ସେ ଈଶ୍ବରଙ୍କଠାରେ ବିଶ୍ୱାସ କରେ; ସେ ଯଦି ତାହାଠାରେ ସନ୍ତୁଷ୍ଟ, ତାହାହେଲେ ଏହିକ୍ଷଣି ତାହାକୁ ରକ୍ଷା କରନ୍ତୁ। ସେ ତ କହିଥିଲା, ମୁଁ ଈଶ୍ବରଙ୍କ ପୁତ୍ର। Viz kapitolaପବିତ୍ର ବାଇବଲ (Re-edited) - (BSI)43 ସେ ଈଶ୍ଵରଙ୍କ ଉପରେ ନିର୍ଭର କରେ; ସେ ଯଦି ତାହାଠାରେ ସନ୍ତୁଷ୍ଟ, ତାହାହେଲେ ଏହିକ୍ଷଣି ତାହାଙ୍କୁ ରକ୍ଷା କରନ୍ତୁ। ସେ ତ କହିଥିଲା, ମୁଁ ଈଶ୍ଵରଙ୍କ ପୁତ୍ର। Viz kapitolaଓଡିଆ ବାଇବେଲ43 ସେ ଈଶ୍ୱରଙ୍କଠାରେ ବିଶ୍ୱାସ କରେ; ସେ ଯଦି ତାହାଠାରେ ସନ୍ତୁଷ୍ଟ, ତାହାହେଲେ ଏହିକ୍ଷଣି ତାହାକୁ ରକ୍ଷା କରନ୍ତୁ । ସେ ତ କହିଥିଲା, ମୁଁ ଈଶ୍ୱରଙ୍କ ପୁତ୍ର । Viz kapitolaପବିତ୍ର ବାଇବଲ (CL) NT (BSI)43 ସେ ନିଜକୁ ଈଶ୍ୱରଙ୍କ ପୁତ୍ର କହି ଈଶ୍ୱରଙ୍କ ଉପରେ ଭରସା ରଖିଛି। ଆଚ୍ଛା ଦେଖିବା, ଈଶ୍ୱର ତାକୁ ରକ୍ଷା କରିବାକୁ ଚାହୁଁଛନ୍ତି କି ନା।” Viz kapitolaପବିତ୍ର ବାଇବଲ43 ସେ ପରମେଶ୍ୱରଙ୍କଠାରେ ବିଶ୍ୱାସ କରୁଥିଲେ। ଯଦି ପ୍ରକୃତରେ ପରମେଶ୍ୱର ତାହାଙ୍କୁ ଗ୍ଭହୁଁଥା’ନ୍ତି, ତେବେ ସେ ତାହାଙ୍କୁ ବର୍ତ୍ତମାନ ରକ୍ଷା କରନ୍ତୁ। ସେ ନିଜେ କହୁଥିଲେ, ‘ମୁଁ ପରମେଶ୍ୱରଙ୍କ ପୁତ୍ର।’’’ Viz kapitola |