ମାଥିଉ 27:46 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT46 ଆଉ ପ୍ରାୟ ତିନି ଘଣ୍ଟା ସମୟରେ ଯୀଶୁ ଉଚ୍ଚସ୍ୱରରେ ଡାକି କହିଲେ, “ଏଲୀ, ଏଲୀ, ଲାମା ଶବକ୍ଥାନୀ?” ଅର୍ଥାତ୍, “ହେ ମୋହର ଈଶ୍ବର, ହେ ମୋହର ଈଶ୍ବର, ତୁମ୍ଭେ ମୋତେ କାହିଁକି ପରିତ୍ୟାଗ କଲ?” Viz kapitolaପବିତ୍ର ବାଇବଲ (Re-edited) - (BSI)46 ଆଉ, ପ୍ରାୟ ତିନି ଘଣ୍ଟା ସମୟରେ ଯୀଶୁ ଉଚ୍ଚ ସ୍ଵରରେ ଡାକି କହିଲେ, ଏଲୀ, ଏଲୀ, ଲାମା ସବକ୍ଥାନୀ? ଅର୍ଥାତ୍, ହେ ମୋହର ଈଶ୍ଵର, ହେ ମୋହର ଈଶ୍ଵର, ତୁମ୍ଭେ ମୋତେ କାହିଁକି ପରିତ୍ୟାଗ କଲ? Viz kapitolaଓଡିଆ ବାଇବେଲ46 ଆଉ ପ୍ରାୟ ତିନି ଘଣ୍ଟା ସମୟରେ ଯୀଶୁ ଉଚ୍ଚସ୍ୱରରେ ଡାକି କହିଲେ, ଏଲୀ, ଏଲୀ, ଲାମା ସବକ୍ଥାନୀ ? ଅର୍ଥାତ୍, ହେ ମୋହର ଈଶ୍ୱର, ହେ ମୋହର ଈଶ୍ୱର, ତୁମ୍ଭେ ମୋତେ କାହିଁକି ପରିତ୍ୟାଗ କଲ ? Viz kapitolaପବିତ୍ର ବାଇବଲ (CL) NT (BSI)46 ଉପରଓଳି ତିନିଟାବେଳେ ଯୀଶୁ ଉଚ୍ଚସ୍ୱରରେ କହିଲେ, “ଏଲି, ଏଲି, ଲାମା ସବଖ୍ତାନି।” ଅର୍ତାତ୍ “ହେ ଈଶ୍ୱର, ହେ ଈଶ୍ୱର, ମୋତେ କାହିଁକି ପରିତ୍ୟାଗ କରିଛ?” Viz kapitolaପବିତ୍ର ବାଇବଲ46 ପ୍ରାୟ ତିନିଟା ବେଳେ ଯୀଶୁ ଉଚ୍ଚ ସ୍ୱରରେ ଡାକିଲେ, “ଏଲି, ଏଲି, ଲାମା ସବକ୍ଥାନୀ?” ଅର୍ଥାତ୍ “ହେ ମୋର ପରମେଶ୍ୱର, ହେ ମୋର ପରମେଶ୍ୱର, ତୁମ୍ଭେ ମୋତେ କାହିଁକି ପରିତ୍ୟାଗ କଲ?” Viz kapitola |