ମାଥିଉ 27:47 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT47 ଏହା ଶୁଣି ସେଠାରେ ଠିଆ ହୋଇଥିବା ଲୋକମାନଙ୍କ ମଧ୍ୟରୁ କେହି କେହି କହିଲେ, ଏ ଲୋକ ଏଲୀୟଙ୍କୁ ଡାକୁଅଛି। Viz kapitolaପବିତ୍ର ବାଇବଲ (Re-edited) - (BSI)47 ଏହା ଶୁଣି ସେଠାରେ ଠିଆ ହୋଇଥିବା ଲୋକମାନଙ୍କ ମଧ୍ୟରୁ କେହି କେହି କହିଲେ, ଏ ଲୋକ ଏଲୀୟଙ୍କୁ ଡାକୁଅଛି। Viz kapitolaଓଡିଆ ବାଇବେଲ47 ଏହା ଶୁଣି ସେଠାରେ ଠିଆ ହୋଇଥିବା ଲୋକମାନଙ୍କ ମଧ୍ୟରୁ କେହି କେହି କହିଲେ, ଏ ଲୋକ ଏଲିୟଙ୍କୁ ଡାକୁଅଛି । Viz kapitolaପବିତ୍ର ବାଇବଲ (CL) NT (BSI)47 ପାଖରେ ଠିଆ ହୋଇଥିବା କେତେକ ଏହା ଶୁଣି କହିଲେ, “ସେ ଏଲିୟଙ୍କୁ ଡ଼ାକୁଛି।” Viz kapitolaପବିତ୍ର ବାଇବଲ47 ସେଠାରେ ଠିଆହୋଇଥିବା କେତେକ ଲୋକ ଏ କଥା ଶୁଣିଲେ ଓ କହିଲେ, “ସେ ଏଲିୟଙ୍କୁ ଡାକୁଛି।” Viz kapitola |