ମାଥିଉ 27:48 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT48 ଆଉ ସେହିକ୍ଷଣି ସେମାନଙ୍କ ମଧ୍ୟରୁ ଜଣେ ଦୌଡ଼ିଯାଇ ଗୋଟିଏ ଏଜୋବ ନେଇ ତାହା ଅମ୍ଳରସରେ ପୂର୍ଣ୍ଣ କଲା, ଆଉ ତାହା ଖଣ୍ଡିଏ ନଳରେ ଲଗାଇ ତାହାଙ୍କୁ ପାନ କରିବାକୁ ଦେଲା। Viz kapitolaପବିତ୍ର ବାଇବଲ (Re-edited) - (BSI)48 ଆଉ, ସେହିକ୍ଷଣି ସେମାନଙ୍କ ମଧ୍ୟରୁ ଜଣେ ଦୌଡ଼ିଯାଇ ଗୋଟିଏ ସ୍ପଞ୍ଜ୍ ଘେନି ତାହା ଅମ୍ଳରସରେ ପୂର୍ଣ୍ଣ କଲା, ଆଉ ତାହା ଖଣ୍ତିଏ ନଳରେ ଲଗାଇ ତାହାଙ୍କୁ ପାନ କରିବାକୁ ଦେଲା। Viz kapitolaଓଡିଆ ବାଇବେଲ48 ଆଉ ସେହିକ୍ଷଣି ସେମାନଙ୍କ ମଧ୍ୟରୁ ଜଣେ ଦୌଡ଼ିଯାଇ ଗୋଟିଏ ସ୍ପଞ୍ଜ୍ ନେଇ ତାହା ଅମ୍ଳରସରେ ପୂର୍ଣ୍ଣ କଲା, ଆଉ ତାହା ଖଣ୍ଡିଏ ନଳରେ ଲଗାଇ ତାହାଙ୍କୁ ପାନ କରିବାକୁ ଦେଲା । Viz kapitolaପବିତ୍ର ବାଇବଲ (CL) NT (BSI)48 ଜଣେ ଲୋକ ଦୌଡ଼ି ଯାଇ ଖଟା ଦ୍ରାକ୍ଷାରସରେ ଗୋଟିଏ ସ୍ପଞ୍ଜ ବୁଡ଼ାଇ ତାକୁ ନଳ ଆଗରେ ବାନ୍ଧି ଯୀଶୁଙ୍କ ଆଡ଼କୁ ବଢ଼ାଇ ଦେଲା। Viz kapitolaପବିତ୍ର ବାଇବଲ48 ସେହିକ୍ଷଣି ସେହି ଲୋକମାନଙ୍କ ମଧ୍ୟରୁ ଜଣେ ଦୌଡ଼ିଯାଇ ସ୍ପଞ୍ଜ୍ଟିଏ ନେଇ ଆସିଲା। ତାକୁ ଅମ୍ଳରସରେ ବୁଡ଼ାଇ ଗୋଟିଏ ବାଡ଼ିରେ ଟାଙ୍ଗି ଯୀଶୁଙ୍କୁ ବଢ଼ାଇ ଦେଲା। Viz kapitola |