ମାଥିଉ 27:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ତୁ ତାହା ବୁଝ୍। ତହିଁରେ ସେ ରୌପ୍ୟ-ମୁଦ୍ରାଗୁଡ଼ାକ ମନ୍ଦିର ଭିତରେ ଫୋପାଡ଼ିଦେଇ ଚାଲିଗଲା, ପୁଣି, ଯାଇ ଆପଣାକୁ ଫାଶୀ ଦେଲା। Viz kapitolaପବିତ୍ର ବାଇବଲ (Re-edited) - (BSI)5 ତହିଁରେ ସେ ରୌପ୍ୟମୁଦ୍ରାଗୁଡ଼ାକ ମନ୍ଦିର ଭିତରେ ଫୋପାଡ଼ିଦେଇ ଚାଲିଗଲା, ପୁଣି ଯାଇ ଆପଣାକୁ ଫାଶୀ ଦେଲା। Viz kapitolaଓଡିଆ ବାଇବେଲ5 ତୁ ତାହା ବୁଝ । ତହିଁରେ ସେ ରୌପ୍ୟମୁଦ୍ରାଗୁଡ଼ାକ ମନ୍ଦିର ଭିତରେ ଫୋପାଡ଼ିଦେଇ ଚାଲିଗଲା, ପୁଣି, ଯାଇ ଆପଣାକୁ ଫାଶୀ ଦେଲା । Viz kapitolaପବିତ୍ର ବାଇବଲ (CL) NT (BSI)5 ଯିହୁଦା ମୁଦ୍ରାଗୁଡ଼ିକୁ ମନ୍ଦିର ଭିତରେ ଫୋପାଡ଼ି ଦେଇ ଚାଲିଗଲା ଏବଂ ଗଳାରେ ଦଉଡ଼ି ଦେଇ ଆତ୍ମହତ୍ୟା କଲା। Viz kapitolaପବିତ୍ର ବାଇବଲ5 “ଯିହୂଦା ମନ୍ଦିର ଭିତରେ ସେହି ରୂପାଟଙ୍କାତକ ଫିଙ୍ଗିଦେଲା। ତା'ପରେ ସେହି ଜାଗା ଛାଡ଼ି ଯିହୂଦା ଗ୍ଭଲିଗଲା ଓ ନିଜକୁ ଫାଶି ଦେଲା। Viz kapitola |