Online Bible

- Reklamy -




ମାଥିଉ 27:53 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

53 ପୁଣି, ତାହାଙ୍କ ପୁନରୁତ୍ଥାନ ପରେ ସେମାନେ ସମାଧିରୁ ବାହାରି ପୁଣି, ପବିତ୍ର ନଗରୀରେ ପ୍ରବେଶ କଲେ ଓ ଅନେକଙ୍କୁ ଦର୍ଶନ ଦେଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

53 ପୁଣି ତାହାଙ୍କ ଉତ୍ଥାନ ଉତ୍ତାରେ ସେମାନେ ସମାଧିରୁ ବାହାରି ପୁଣ୍ୟ ନଗରୀରେ ପ୍ରବେଶ କଲେ ଓ ଅନେକଙ୍କୁ ଦର୍ଶନ ଦେଲେ।

Viz kapitola kopírovat

ଓଡିଆ ବାଇବେଲ

53 ପୁଣି, ତାହାଙ୍କ ପୁନରୁତ୍ଥାନ ପରେ ସେମାନେ ସମାଧିରୁ ବାହାରି ପୁଣି, ନଗରୀରେ ପ୍ରବେଶ କଲେ ଓ ଅନେକଙ୍କୁ ଦର୍ଶନ ଦେଲେ ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

53 ଏମାନେ କବରମାନଙ୍କରୁ ଉଠି ଆସିଲେ ଓ ଯୀଶୁଙ୍କ ପୁନରୁତ୍ଥାନ ପରେ ଏମାନଙ୍କୁ ପୁଣ୍ୟ ନଗରୀ ଯିରୂଶାଲମକୁ ଯିବାର ଅନେକେ ଦେଖିଲେ।

Viz kapitola kopírovat

ପବିତ୍ର ବାଇବଲ

53 ଯୀଶୁଙ୍କ ମୃତ୍ୟୁରୁ ବଞ୍ଚି ଉଠିବା ପରେ ସେମାନେ ପବିତ୍ରନଗରକୁ ଯାଇ ଅନେକ ଲୋକଙ୍କୁ ଦେଖା ଦେଲେ।

Viz kapitola kopírovat




ମାଥିଉ 27:53

Následuj nás:

Reklamy


Reklamy