ମାଥିଉ 27:55 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT55 ଆଉ, ଅନେକ ସ୍ତ୍ରୀଲୋକ ସେ ସ୍ଥାନରେ ଥାଇ ଦୂରରୁ ଦେଖୁଥିଲେ; ସେମାନେ ଯୀଶୁଙ୍କ ସେବା କରୁ କରୁ ଗାଲିଲୀରୁ ତାହାଙ୍କ ସାଙ୍ଗରେ ଆସିଥିଲେ; Viz kapitolaପବିତ୍ର ବାଇବଲ (Re-edited) - (BSI)55 ଆଉ, ଅନେକ ସ୍ତ୍ରୀଲୋକ ସେ ସ୍ଥାନରେ ଥାଇ ଦୂରରୁ ଦେଖୁଥିଲେ; ସେମାନେ ଯୀଶୁଙ୍କ ସେବା କରୁ କରୁ ଗାଲିଲୀରୁ ତାହାଙ୍କ ସାଙ୍ଗରେ ଆସିଥିଲେ; Viz kapitolaଓଡିଆ ବାଇବେଲ55 ଆଉ, ଅନେକ ସ୍ତ୍ରୀଲୋକ ସେ ସ୍ଥାନରେ ଥାଇ ଦୂରରୁ ଦେଖୁଥିଲେ; ସେମାନେ ଯୀଶୁଙ୍କ ସେବା କରୁ କରୁ ଗାଲିଲୀରୁ ତାହାଙ୍କ ସାଙ୍ଗରେ ଆସିଥିଲେ; Viz kapitolaପବିତ୍ର ବାଇବଲ (CL) NT (BSI)55 ଗାଲିଲୀରୁ ଯୀଶୁଙ୍କୁ ଅନୁସରଣ କରି, ତାଙ୍କୁ ସାହାଯ୍ୟ କରିଥିବା ଅନେକ ସ୍ତ୍ରୀ ଲୋକ ଦୂରରେ ରହି ସବୁ ଦେଖୁଥିଲେ। Viz kapitolaପବିତ୍ର ବାଇବଲ55 କିଛି ଦୂରରେ ଅନେକ ସ୍ତ୍ରୀଲୋକ ଏସବୁ ଦେଖୁଥିଲେ। ଏହି ସ୍ତ୍ରୀଲୋକମାନେ ଯୀଶୁଙ୍କ ଯତ୍ନ ନେବା ପାଇଁ ଗାଲିଲୀରୁ ତାହାଙ୍କ ସହିତ ଆସିଥିଲେ। Viz kapitola |