ମାଥିଉ 27:58 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT58 ସେ ପୀଲାତଙ୍କ ପାଖକୁ ଯାଇ ଯୀଶୁଙ୍କ ଶରୀର ମାଗିଲେ। ସେଥିରେ ପୀଲାତ ତାହା ଦେବାକୁ ଆଜ୍ଞା କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)58 ସେ ପୀଲାତଙ୍କ ନିକଟକୁ ଯାଇ ଯୀଶୁଙ୍କ ଶରୀର ମାଗିଲେ। ସେଥିରେ ପୀଲାତ ତାହା ଦେବାକୁ ଆଜ୍ଞା କଲେ। Viz kapitolaଓଡିଆ ବାଇବେଲ58 ସେ ପୀଲାତଙ୍କ ପାଖକୁ ଯାଇ ଯୀଶୁଙ୍କ ଶରୀର ମାଗିଲେ । ସେଥିରେ ପୀଲାତ ତାହା ଦେବାକୁ ଆଜ୍ଞା କଲେ । Viz kapitolaପବିତ୍ର ବାଇବଲ (CL) NT (BSI)58 ସେ ପିଲାତଙ୍କୁ ସାକ୍ଷାତ କରି ଯୀଶୁଙ୍କ ମୃତ ଶରୀରକୁ ନେଇ ଯିବା ପାଇଁ ଅନୁମତି ମାଗିଲେ। Viz kapitolaପବିତ୍ର ବାଇବଲ58 ସେ ପୀଲାତଙ୍କ ପାଖକୁ ଗଲେ ଓ ଯୀଶୁଙ୍କ ଶରୀର ପାଇଁ ଅନୁରୋଧ କଲେ। ପୀଲାତ ସୈନ୍ୟମାନଙ୍କୁ ଆଜ୍ଞା ଦେଇ କହିଲେ ଶରୀରକୁ ତାହାଙ୍କୁ ଦେଇଦିଅ। Viz kapitola |