ମାଥିଉ 27:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 କିନ୍ତୁ ପ୍ରଧାନ ଯାଜକମାନେ ସେହି ରୌପ୍ୟ-ମୁଦ୍ରାଗୁଡ଼ାକ ନେଇ କହିଲେ, ଏହା ମନ୍ଦିରର ଭଣ୍ଡାରରେ ରଖିବା ବିଧିସଙ୍ଗତ ନୁହେଁ, କାରଣ ଏ ତ ରକ୍ତର ମୂଲ୍ୟ। Viz kapitolaପବିତ୍ର ବାଇବଲ (Re-edited) - (BSI)6 କିନ୍ତୁ ପ୍ରଧାନ ଯାଜକମାନେ ସେହି ରୌପ୍ୟମୁଦ୍ରା-ଗୁଡ଼ାକ ଘେନି କହିଲେ, ଏହା ଭଣ୍ତାରରେ ରଖିବା ବିଧିସଙ୍ଗତ ନୁହେଁ, କାରଣ ଏ ତ ରକ୍ତର ମୂଲ୍ୟ। Viz kapitolaଓଡିଆ ବାଇବେଲ6 କିନ୍ତୁ ପ୍ରଧାନ ଯାଜକମାନେ ସେହି ରୌପ୍ୟମୁଦ୍ରାଗୁଡ଼ାକ ନେଇ କହିଲେ, ଏହା ଭଣ୍ଡାରରେ ରଖିବା ବିଧିସଙ୍ଗତ ନୁହେଁ, କାରଣ ଏ ତ ରକ୍ତର ମୁଲ୍ୟ । Viz kapitolaପବିତ୍ର ବାଇବଲ (CL) NT (BSI)6 ମୁଖ୍ୟ ପୁରୋହିତମାନେ ମୁଦ୍ରାଗୁଡ଼ିକ ଗୋଟାଇ କହିଲେ, “ଏହା ରକ୍ତର ମୂଲ୍ୟ। ଏହା ମନ୍ଦିରର ଧନାଗାରରେ ରଖିବା ବ୍ୟବସ୍ଥା ବିରୁଦ୍ଧ କାର୍ଯ୍ୟ।” Viz kapitolaପବିତ୍ର ବାଇବଲ6 ପ୍ରଧାନଯାଜକମାନେ ମନ୍ଦିର ଭିତରେ ସେହି ରୂପାଟଙ୍କାତକ ଗୋଟାଇ ନେଲେ। ସେମାନେ କହିଲେ, “ମନ୍ଦିର ଟଙ୍କା ସହିତ ଏ ଟଙ୍କାତକ ରଖିବା ନିୟମ ବିରୁଦ୍ଧ ହେବ। କାରଣ ଏ ଟଙ୍କା ଜଣକର ମୃତ୍ୟୁ ପାଇଁ ଦିଆଯାଇଛି।” Viz kapitola |