ମାଥିଉ 27:60 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT60 ଆପଣାର ଯେଉଁ ନୂତନ ସମାଧି ପାହାଡ଼ରେ ଖୋଳିଥିଲେ, ସେଥିମଧ୍ୟରେ ତାହା ଥୋଇଲେ, ଆଉ ସମାଧି ଦ୍ୱାରରେ ଖଣ୍ଡିଏ ବଡ଼ ପଥର ଗଡ଼ାଇଦେଇ ଚାଲିଗଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)60 ଆପଣାର ଯେଉଁ ନୂତନ ସମାଧି ପାହାଡ଼ରେ ଖୋଳିଥିଲେ, ସେଥିମଧ୍ୟରେ ତାହା ଥୋଇଲେ, ଆଉ ସମାଧି-ଦ୍ଵାରରେ ଖଣ୍ତିଏ ବଡ଼ ପଥର ଗଡ଼ାଇଦେଇ ଚାଲିଗଲେ। Viz kapitolaଓଡିଆ ବାଇବେଲ60 ଆପଣାର ଯେଉଁ ନୂତନ ସମାଧି ପାହାଡ଼ରେ ଖୋଳିଥିଲେ, ସେଥିମଧ୍ୟରେ ତାହା ଥୋଇଲେ, ଆଉ ସମାଧି ଦ୍ୱାରରେ ଖଣ୍ଡିଏ ବଡ଼ ପଥର ଗଡ଼ାଇଦେଇ ଚାଲିଗଲେ । Viz kapitolaପବିତ୍ର ବାଇବଲ (CL) NT (BSI)60 ତାଙ୍କ ନିଜ ପାଇଁ ପଥରରେ ଖୋଳା ହୋଇଥିବା ଗୋଟିଏ ନୂତନ କବରରେ ତାଙ୍କୁ ରଖିଲେ ଓ କବର ମୁହଁରେ ଗୋଟିଏ ବଡ଼ ପଥର ଢ଼ାଙ୍କି ଦେଇ ଚାଲିଗଲେ। Viz kapitolaପବିତ୍ର ବାଇବଲ60 ଯୋଷେଫ ଯୀଶୁଙ୍କ ଶରୀରକୁ ତାହାଙ୍କ ନୂଆ କବର ମଧ୍ୟରେ ରଖିଲେ। ସେହି କବରକୁ ଯୋଷେଫ ପଥରର କାନ୍ଥ କାଟି ତିଆରି କରିଥିଲେ। ତା'ପରେ ସେ ଗୋଟିଏ ବହୁତ ବଡ଼ ପଥର ଗଡ଼େଇ ଆଣି ପ୍ରବେଶଦ୍ୱାରକୁ ବନ୍ଦ କରିଦେଲେ। ଏସବୁ କଲାପରେ ଯୋଷେଫ ଗ୍ଭଲିଗଲେ। Viz kapitola |