Online Bible

- Reklamy -




ମାଥିଉ 27:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ପୁଣି, ସେମାନେ ମନ୍ତ୍ରଣା କରି ବିଦେଶୀମାନଙ୍କର ସମାଧି ନିମନ୍ତେ ସେହି ମୁଦ୍ରାରେ କୁମ୍ଭକାରର କ୍ଷେତ୍ର କିଣିଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

7 ପୁଣି, ସେମାନେ ମନ୍ତ୍ରଣା କରି ବିଦେଶୀମାନଙ୍କର ସମାଧି ନିମନ୍ତେ ସେହି ମୁଦ୍ରାରେ କୁମ୍ଭକାରର କ୍ଷେତ୍ର କିଣିଲେ।

Viz kapitola kopírovat

ଓଡିଆ ବାଇବେଲ

7 ପୁଣି, ସେମାନେ ମନ୍ତ୍ରଣା କରି ବିଦେଶୀମାନଙ୍କର ସମାଧି ନିମନ୍ତେ ସେହି ମୁଦ୍ରାରେ କୁମ୍ଭକାରର କ୍ଷେତ୍ର କିଣିଲେ ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

7 ସେହି ଧନକୁ କିପରି ବିନିଯୋଗ କରିବେ, ଏ ସମ୍ପର୍କରେ ଏକ ନିଷ୍ପତ୍ତି କରି ‘କୁମ୍ଭାର କ୍ଷେତ’ ନାମକ ଖଣ୍ଡିଏ ଜମି କିଣିଲେ।

Viz kapitola kopírovat

ପବିତ୍ର ବାଇବଲ

7 ବାହାରୁ ଯିରୁଶାଲମକୁ ଭ୍ରମଣରେ ଆସୁଥିବା ଲୋକମାନଙ୍କ ମୃତ୍ୟୁ ହେଲେ ସେମାନଙ୍କୁ ସମାଧି ଦେବା ନିମନ୍ତେ ସେମାନେ ଏ ଟଙ୍କାରେ ‘କୁମ୍ଭାର ଜମି’ ନାମରେ ନାମିତ ଜମି ଖଣ୍ଡିଏ କିଣିବାକୁ ସ୍ଥିର କଲେ।

Viz kapitola kopírovat




ମାଥିଉ 27:7

Následuj nás:

Reklamy


Reklamy