ମାଥିଉ 28:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ବିଶ୍ରାମବାର ଶେଷ ହେଲା ପରେ ସପ୍ତାହର ପ୍ରଥମ ଦିନର ପ୍ରତ୍ୟୁଷରେ ମଗ୍ଦଲୀନୀ ମରୀୟମ ଓ ଅନ୍ୟ ମରୀୟମ ସମାଧି ଦେଖିବାକୁ ଆସିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)1 ବିଶ୍ରାମବାର ଶେଷ ହେଲା ଉତ୍ତାରେ ସପ୍ତାହର ପ୍ରଥମ ଦିବସର ପ୍ରତ୍ୟୁଷରେ ମଗ୍ଦଲିନୀ ମରୀୟମ ଓ ଅନ୍ୟ ମରୀୟମ ସମାଧି ଦେଖିବାକୁ ଆସିଲେ। Viz kapitolaଓଡିଆ ବାଇବେଲ1 ବିଶ୍ରାମବାର ଶେଷ ହେଲା ପରେ ସପ୍ତାହର ପ୍ରଥମ ଦିନର ପ୍ରତ୍ୟୁଷରେ ମଗ୍ଦଲୀନୀ ମରିୟମ ଓ ଅନ୍ୟ ମରିୟମ ସମାଧି ଦେଖିବାକୁ ଆସିଲେ । Viz kapitolaପବିତ୍ର ବାଇବଲ (CL) NT (BSI)1 ବିଶ୍ରାମ ବାର ପରଦିନ ରବିବାର ପ୍ରତ୍ୟୁଷରୁ ମଗଦଲୀନୀ ମରିୟମ ଓ ଅନ୍ୟ ମରିୟମ କବର ଦେଖିବାକୁ ଗଲେ। Viz kapitolaପବିତ୍ର ବାଇବଲ1 ବିଶ୍ରାମ ଦିବସର ପରଦିନ ଅର୍ଥାତ୍ ସପ୍ତାହର ପ୍ରଥମ ଦିନ ଅତି ସକାଳୁ ମଗ୍ଦଲିନୀ ମରିୟମ ଓ ମରିୟମ ନାମକ ଅନ୍ୟ ସ୍ତ୍ରୀଲୋକ ଜଣକ କବର ଦେଖିବାକୁ ଆସିଲେ। Viz kapitola |