ମାଥିଉ 28:12 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ସେମାନେ ପ୍ରାଚୀନବର୍ଗ ସହିତ ଏକତ୍ର ହୋଇ ମନ୍ତ୍ରଣା କଲା ପରେ ସେହି ସୈନ୍ୟମାନଙ୍କୁ ବହୁତ ଟଙ୍କା ଦେଇ କହିଲେ, Viz kapitolaପବିତ୍ର ବାଇବଲ (Re-edited) - (BSI)12 ସେମାନେ ପ୍ରାଚୀନବର୍ଗ ସହିତ ଏକତ୍ର ହୋଇ ମନ୍ତ୍ରଣା କଲା ଉତ୍ତାରେ ସେହି ସୈନ୍ୟମାନଙ୍କୁ ବହୁତ ଟଙ୍କା ଦେଇ କହିଲେ, Viz kapitolaଓଡିଆ ବାଇବେଲ12 ସେମାନେ ପ୍ରାଚୀନବର୍ଗ ସହିତ ଏକତ୍ର ହୋଇ ମନ୍ତ୍ରଣା କଲା ପରେ ସେହି ସୈନ୍ୟମାନଙ୍କୁ ବହୁତ ଟଙ୍କା ଦେଇ କହିଲେ, Viz kapitolaପବିତ୍ର ବାଇବଲ (CL) NT (BSI)12 ମୁଖ୍ୟ ପୁରୋହିତମାନେ ଧର୍ମନେତାମାନଙ୍କ ସହିତ ମନ୍ତ୍ରଣା କରି, ସେହି ସୈନିକମାନଙ୍କୁ ବହୁ ଟଙ୍କା ଲାଞ୍ଚ ଦେଇ ସେମାନଙ୍କୁ Viz kapitolaପବିତ୍ର ବାଇବଲ12 ତା'ପରେ ପ୍ରଧାନଯାଜକମାନେ ପ୍ରାଚୀନମାନଙ୍କ ସହିତ ମନ୍ତ୍ରଣା କରି ଗୋଟିଏ ଉପାୟ ବାହାର କଲେ। ସେମାନେ ସୈନ୍ୟମାନଙ୍କୁ ମିଛ କହିବା ପାଇଁ ଲାଞ୍ଚ ହିସାବରେ ପ୍ରଚୁର ଟଙ୍କା ଦେଲେ। Viz kapitola |