Online Bible

- Reklamy -




ମାଥିଉ 28:16 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 କିନ୍ତୁ ଏକାଦଶ ଶିଷ୍ୟ ଗାଲିଲୀକୁ ଯାଇ, ଯୀଶୁ ଯେଉଁ ପର୍ବତ ବିଷୟ ସେମାନଙ୍କୁ କହିଥିଲେ, ସେହି ପର୍ବତକୁ ଗଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

16 କିନ୍ତୁ ଏକାଦଶ ଶିଷ୍ୟ ଗାଲିଲୀକି ଯାଇ, ଯୀଶୁ ଯେଉଁ ପର୍ବତ ବିଷୟ ସେମାନଙ୍କୁ କହିଥିଲେ, ସେହି ପର୍ବତକୁ ଗଲେ।

Viz kapitola kopírovat

ଓଡିଆ ବାଇବେଲ

16 କିନ୍ତୁ ଏକାଦଶ ଶିଷ୍ୟ ଗାଲିଲୀକୁ ଯାଇ, ଯୀଶୁ ଯେଉଁ ପର୍ବତ ବିଷୟ ସେମାନଙ୍କୁ କହିଥିଲେ, ସେହି ପର୍ବତକୁ ଗଲେ ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

16 ଯୀଶୁ କହିବା ଅନୁଯାୟୀ ତାଙ୍କ ଶିଷ୍ୟମାନେ ଗାଲିଲୀର ଗୋଟିଏ ପାହାଡ଼ ଉପରକୁ ଗଲେ।

Viz kapitola kopírovat

ପବିତ୍ର ବାଇବଲ

16 ଏଗାର ଜଣ ଶିଷ୍ୟ ଗାଲିଲୀକୁ ଗଲେ। ଯୀଶୁ ସେମାନଙ୍କୁ ଯେଉଁ ପାହାଡ଼ ଉପରକୁ ଯିବାକୁ କହିଥିଲେ, ସେମାନେ ସେଠାକୁ ଗଲେ।

Viz kapitola kopírovat




ମାଥିଉ 28:16

Následuj nás:

Reklamy


Reklamy