ମାଥିଉ 28:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ଆଉ ଦେଖ, ମହା ଭୂମିକମ୍ପ ହେଲା, କାରଣ ପ୍ରଭୁଙ୍କର ଜଣେ ଦୂତ ସ୍ୱର୍ଗରୁ ଓହ୍ଲାଇ ଆସି ସେହି ପଥର ଖଣ୍ଡିକ ଗଡ଼ାଇଦେଇ ତାହା ଉପରେ ବସିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)2 ଆଉ ଦେଖ, ମହା ଭୂମିକମ୍ପ ହେଲା, କାରଣ ପ୍ରଭୁଙ୍କର ଜଣେ ଦୂତ ସ୍ଵର୍ଗରୁ ଓହ୍ଲାଇ ଆସି ସେହି ପଥରଖଣ୍ତିକ ଗଡ଼ାଇଦେଇ ତାହା ଉପରେ ବସିଲେ। Viz kapitolaଓଡିଆ ବାଇବେଲ2 ଆଉ ଦେଖ, ମହା ଭୂମିକମ୍ପ ହେଲା, କାରଣ ପ୍ରଭୁଙ୍କର ଜଣେ ଦୂତ ସ୍ୱର୍ଗରୁ ଓହ୍ଲାଇ ଆସି ସେହି ପଥର ଖଣ୍ଡିକ ଗଡ଼ାଇଦେଇ ତାହା ଉପରେ ବସିଲେ । Viz kapitolaପବିତ୍ର ବାଇବଲ (CL) NT (BSI)2 ସେତିକିବେଳେ ହଠାତ୍ ଗୋଟିଏ ଭୂମିକମ୍ପ ହେଲା। ପ୍ରଭୁଙ୍କର ଜଣେ ସ୍ୱର୍ଗଦୂତ ଉଦ୍ଧ୍ୱର୍ରୁ ଓହ୍ଲାଇ ଆସି, କବର ମୁହଁରୁ ପଥରଟିକୁ ଗଡ଼ାଇ ଦେଇ ତା’ ଉପରେ ବସିଲେ। Viz kapitolaପବିତ୍ର ବାଇବଲ2 ସେତିକିବେଳେ ଗୋଟିଏ ବଡ଼ ଧରଣର ଭୂମିକମ୍ପ ହେଲା। ପ୍ରଭୁଙ୍କର ଜଣେ ସ୍ୱର୍ଗଦୂତ ସ୍ୱର୍ଗରୁ ଓହ୍ଲାଇ ଆସିଲେ। ସ୍ୱର୍ଗଦୂତ ଜଣକ କବର ପାଖକୁ ଗଲେ ଓ ପ୍ରବେଶଦ୍ୱାର ପାଖରୁ ପଥରଟି ଗଡ଼େଇ ବାହାର କରିଦେଲେ। ସେ ପଥର ଉପରେ ବସିଲେ। Viz kapitola |