Online Bible

- Reklamy -




ମାଥିଉ 28:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ଆଉ ଦେଖ, ଯୀଶୁ ସେମାନଙ୍କୁ ସାକ୍ଷାତ କରି କହିଲେ, “ତୁମ୍ଭମାନଙ୍କର ମଙ୍ଗଳ ହେଉ।” ତହୁଁ ସେମାନେ ନିକଟକୁ ଆସି ତାହାଙ୍କ ପାଦ ଧରି ତାହାଙ୍କୁ ପ୍ରଣାମ କଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

9 ଆଉ ଦେଖ, ଯୀଶୁ ସେମାନଙ୍କୁ ସାକ୍ଷାତ୍ କରି କହିଲେ, ତୁମ୍ଭମାନଙ୍କର ମଙ୍ଗଳ ହେଉ। ତହୁଁ ସେମାନେ ନିକଟକୁ ଆସି ତାହାଙ୍କ ପାଦ ଧରି ତାହାଙ୍କୁ ପ୍ରଣାମ କଲେ।

Viz kapitola kopírovat

ଓଡିଆ ବାଇବେଲ

9 ଆଉ ଦେଖ, ଯୀଶୁ ସେମାନଙ୍କୁ ସାକ୍ଷାତ କରି କହିଲେ, ତୁମ୍ଭମାନଙ୍କର ମଙ୍ଗଳ ହେଉ । ତହୁଁ ସେମାନେ ନିକଟକୁ ଆସି ତାହାଙ୍କ ପାଦ ଧରି ତାହାଙ୍କୁ ପ୍ରଣାମ କଲେ ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

9 ସାହସୀ ଯୀଶୁ ସେମାନଙ୍କୁ ଭେଟି କହିଲେ - “ତୁମ୍ଭମାନଙ୍କର ଶାନ୍ତି ହେଉ! ସେମାନେ ତାଙ୍କ ପାଖକୁ ଯାଇ ତାଙ୍କ ପାଦ ଧରି ପ୍ରଣାମ କଲେ।

Viz kapitola kopírovat

ପବିତ୍ର ବାଇବଲ

9 ହଠାତ୍ ସେମାନେ ଦେଖିଲେ, ଯୀଶୁ ତାହାଙ୍କ ଆଗରେ ଠିଆ ହୋଇଛନ୍ତି। ସେ କହିଲେ, “ତୁମ୍ଭମାନଙ୍କର ମଙ୍ଗଳ ହେଉ!” ସ୍ତ୍ରୀଲୋକମାନେ ଯୀଶୁଙ୍କ ପାଖକୁ ଗଲେ। ସେମାନେ ତାହାଙ୍କ ପାଦ ଧରି ତାହାଙ୍କର ଉପାସନା କଲେ।

Viz kapitola kopírovat




ମାଥିଉ 28:9

Následuj nás:

Reklamy


Reklamy