ମାଥିଉ 3:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ମୁଁ ସିନା ତୁମ୍ଭମାନଙ୍କୁ ମନ-ପରିବର୍ତ୍ତନ ନିମନ୍ତେ ଜଳରେ ବାପ୍ତିସ୍ମ ଦେଉଅଛି, ମାତ୍ର ମୋ ପରେ ଯେ ଆସୁଅଛନ୍ତି, ସେ ମୋʼଠାରୁ ଅଧିକ ଶକ୍ତିମାନ, ତାହାଙ୍କ ପାଦୁକା ବହନ କରିବା ପାଇଁ ମୁଁ ଯୋଗ୍ୟ ନୁହେଁ; ସେ ତୁମ୍ଭମାନଙ୍କୁ ପବିତ୍ର ଆତ୍ମା ଓ ଅଗ୍ନିରେ ବାପ୍ତିସ୍ମ ଦେବେ। Viz kapitolaପବିତ୍ର ବାଇବଲ (Re-edited) - (BSI)11 ମୁଁ ସିନା ତୁମ୍ଭମାନଙ୍କୁ ମନ ପରିବର୍ତ୍ତନ ନିମନ୍ତେ ଜଳରେ ବାପ୍ତିସ୍ମ ଦେଉଅଛି, ମାତ୍ର ମୋʼ ଉତ୍ତାରେ ଯେ ଆସୁଅଛନ୍ତି, ସେ ମୋʼଠାରୁ ଅଧିକ ଶକ୍ତିମାନ, ତାହାଙ୍କ ପାଦୁକା ବହନ କରିବା ପାଇଁ ମୁଁ ଯୋଗ୍ୟ ନୁହେଁ; ସେ ତୁମ୍ଭମାନଙ୍କୁ ପବିତ୍ର ଆତ୍ମା ଓ ଅଗ୍ନିରେ ବାପ୍ତିସ୍ମ ଦେବେ। Viz kapitolaଓଡିଆ ବାଇବେଲ11 ମୁଁ ସିନା ତୁମ୍ଭମାନଙ୍କୁ ମନ ପରିବର୍ତ୍ତନ ନିମନ୍ତେ ଜଳରେ ବାପ୍ତିସ୍ମ ଦେଉଅଛି, ମାତ୍ର ମୋ ପରେ ଯେ ଆସୁଅଛନ୍ତି, ସେ ମୋଠାରୁ ଅଧିକ ଶକ୍ତିମାନ, ତାହାଙ୍କ ପାଦୁକା ବହନ କରିବା ପାଇଁ ମୁଁ ଯୋଗ୍ୟ ନୁହେଁ; ସେ ତୁମ୍ଭମାନଙ୍କୁ ପବିତ୍ର ଆତ୍ମା ଓ ଅଗ୍ନିରେ ବାପ୍ତିସ୍ମ ଦେବେ । Viz kapitolaପବିତ୍ର ବାଇବଲ (CL) NT (BSI)11 ତୁମେ ପାପ ପ୍ରତି ବିମୁଖ ହୋଇଛ, ଏହା ଜଣାଇବାକୁ ମୁଁ ତୁମକୁ ଜଳରେ ଦୀକ୍ଷା ଦେଉଛି। କିନ୍ତୁ ମୋ’ ପରେ ଯିଏ ଆସୁଛନ୍ତି, ସେ ତୁମକୁ ପବିତ୍ରଆତ୍ମା ଓ ଅଗ୍ନିରେ ଦୀକ୍ଷା ଦେବେ। ସେ ମୋ’ଠାରୁ ମହୀୟାନ-ତାଙ୍କର ପାଦୁକା ବହନ କରିବାକୁ ମଧ୍ୟ ମୁଁ ଅଯୋଗ୍ୟ। Viz kapitolaପବିତ୍ର ବାଇବଲ11 “ତୁମ୍ଭେମାନେ ମନ ପରିବର୍ତ୍ତନ କରିଥିବାରୁ ମୁଁ ତ ତୁମ୍ଭକୁ ଜଳରେ ବାପ୍ତିସ୍ମ ଦେଉଛି, କିନ୍ତୁ ମୋ'ପରେ ଯେ ଆସୁଛନ୍ତି, ସେ ମୋ'ଠାରୁ ମହାନ। ମୁଁ ତ ତାହାଙ୍କର ଜୋତା ବୋହି ନେବାକୁ ମଧ୍ୟ ଯୋଗ୍ୟ ନୁହେଁ। ସେ ତୁମ୍ଭକୁ ପବିତ୍ରଆତ୍ମା ଓ ଅଗ୍ନିରେ ବାପ୍ତିସ୍ମ ଦେବେ। Viz kapitola |