ମାଥିଉ 3:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 “ମନ-ପରିବର୍ତ୍ତନ କର, କାରଣ ସ୍ୱର୍ଗରାଜ୍ୟ ସନ୍ନିକଟ।” Viz kapitolaପବିତ୍ର ବାଇବଲ (Re-edited) - (BSI)2 ମନ ପରିବର୍ତ୍ତନ କର, କାରଣ ସ୍ଵର୍ଗରାଜ୍ୟ ସନ୍ନିକଟ। Viz kapitolaଓଡିଆ ବାଇବେଲ2 "ମନପରିବର୍ତ୍ତନ କର, କାରଣ ସ୍ୱର୍ଗରାଜ୍ୟ ସନ୍ନିକଟ ।" Viz kapitolaପବିତ୍ର ବାଇବଲ (CL) NT (BSI)2 ସେ କହୁଥିଲେ: “ପାପ ପଥରୁ ଫେର, କାରଣ ସ୍ୱର୍ଗ ରାଜ୍ୟ ଶୀଘ୍ର ଆସୁଛି।” Viz kapitolaପବିତ୍ର ବାଇବଲ2 “ତୁମ୍ଭମାନଙ୍କର ଜୀବନ ଓ ହୃଦୟ ପରିବର୍ତ୍ତନ କର, କାରଣ ସ୍ୱର୍ଗରାଜ୍ୟ ଶୀଘ୍ର ଆସୁଅଛି।” Viz kapitola |