ମାଥିଉ 4:12 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ପରେ ଯୋହନ ଧରାପଡ଼ିଲେଣି ବୋଲି ଶୁଣି ସେ ଅନ୍ତର ହୋଇ ଗାଲିଲୀକୁ ପ୍ରସ୍ଥାନ କଲେ; Viz kapitolaପବିତ୍ର ବାଇବଲ (Re-edited) - (BSI)12 ପରେ ଯୋହନ ଧରାପଡ଼ିଲେଣି ବୋଲି ଶୁଣି ସେ ଅନ୍ତର ହୋଇ ଗାଲିଲୀକି ପ୍ରସ୍ଥାନ କଲେ; Viz kapitolaଓଡିଆ ବାଇବେଲ12 ପରେ ଯୋହନ ଧରାପଡ଼ିଲେଣି ବୋଲି ଶୁଣି ସେ ଅନ୍ତର ହୋଇ ଗାଲିଲୀକୁ ପ୍ରସ୍ଥାନ କଲେ; Viz kapitolaପବିତ୍ର ବାଇବଲ (CL) NT (BSI)12 ଯୋହନଙ୍କୁ ବନ୍ଦୀ କରାଯାଇଛି ବୋଲି ଶୁଣି ଯୀଶୁ ଗାଲିଲୀକୁ ପ୍ରସ୍ଥାନ କଲେ। Viz kapitolaପବିତ୍ର ବାଇବଲ12 ଯୋହନ କାରାଗାରରେ ବନ୍ଦୀ ହୋଇଥିବା ଖବର ଯୀଶୁ ଶୁଣିଲେ, ତେଣୁ ଯୀଶୁ ଗାଲିଲୀକୁ ଫେରିଗଲେ। Viz kapitola |