Online Bible

- Reklamy -




ମାଥିଉ 4:17 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

17 ସେହି ସମୟଠାରୁ ଯୀଶୁ ଘୋଷଣା କରିବାକୁ ଆରମ୍ଭ କରି କହିବାକୁ ଲାଗିଲେ, “ମନ-ପରିବର୍ତ୍ତନ କର, କାରଣ ସ୍ୱର୍ଗରାଜ୍ୟ ସନ୍ନିକଟ।”

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

17 ସେହି ସମୟଠାରୁ ଯୀଶୁ ଘୋଷଣା କରିବାକୁ ଆରମ୍ଭ କରି କହିବାକୁ ଲାଗିଲେ, ମନ ପରିବର୍ତ୍ତନ କର, କାରଣ ସ୍ଵର୍ଗରାଜ୍ୟ ସନ୍ନିକଟ।

Viz kapitola kopírovat

ଓଡିଆ ବାଇବେଲ

17 ସେହି ସମୟଠାରୁ ଯୀଶୁ ଘୋଷଣା କରିବାକୁ ଆରମ୍ଭ କରି କହିବାକୁ ଲାଗିଲେ, "ମନପରିବର୍ତ୍ତନ କର, କାରଣ ସ୍ୱର୍ଗରାଜ୍ୟ ସନ୍ନିକଟ ।"

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

17 ସେହି ସମୟଠାରୁ ଯୀଶୁ ପ୍ରଚାର କରି କହିଲେ, “ପାପ ପଥରୁ ଫେର, କାରଣ ସ୍ୱର୍ଗରାଜ୍ୟ ନିକଟବର୍ତ୍ତୀ”।

Viz kapitola kopírovat

ପବିତ୍ର ବାଇବଲ

17 ସେହି ଦିନଠାରୁ ଯୀଶୁ ପ୍ରଗ୍ଭର କରିବା ଆରମ୍ଭ କରିଦେଲେ। ସେ କହିଲେ, “ହୃଦୟ ପରିବର୍ତ୍ତନ କର, କାରଣ ସ୍ୱର୍ଗରାଜ୍ୟ ନିକଟ ହୋଇଗଲାଣି।”

Viz kapitola kopírovat




ମାଥିଉ 4:17

Následuj nás:

Reklamy


Reklamy