Online Bible

- Reklamy -




ମାଥିଉ 4:21 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

21 ପୁଣି, ସେ ସେଠାରୁ ଆଗକୁ ଯାଇ ଜେବଦୀଙ୍କ ପୁତ୍ର ଯାକୁବ ଓ ତାହାଙ୍କ ଭାଇ ଯୋହନ ନାମକ ଆଉ ଦୁଇ ଭାଇଙ୍କୁ ସେମାନଙ୍କ ପିତା ଜେବଦୀଙ୍କ ସହିତ ନୌକାରେ ଜାଲ ସଜାଡ଼ୁଥିବା ଦେଖି ସେମାନଙ୍କୁ ଡାକିଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

21 ପୁଣି, ଯୀଶୁ ସେଠାରୁ ଆଗକୁ ଯାଇ ଜେବଦୀଙ୍କ ପୁତ୍ର ଯାକୁବ ଓ ତାଙ୍କ ଭାଇ ଯୋହନ ନାମକ ଆଉ ଦୁଇ ଭାଇଙ୍କି ସେମାନଙ୍କ ପିତା ଜେବଦୀଙ୍କ ସହିତ ନୌକାରେ ଜାଲ ସଜାଡ଼ୁଥିବା ଦେଖି ସେମାନଙ୍କୁ ଡାକିଲେ।

Viz kapitola kopírovat

ଓଡିଆ ବାଇବେଲ

21 ପୁଣି, ସେ ସେଠାରୁ ଆଗକୁ ଯାଇ ଜେବଦୀଙ୍କ ପୁତ୍ର ଯାକୁବ ଓ ତାହାଙ୍କ ଭାଇ ଯୋହନ ନାମକ ଆଉ ଦୁଇ ଭାଇଙ୍କୁ ସେମାନଙ୍କ ପିତା ଜେବଦୀଙ୍କ ସହିତ ନୌକାରେ ଜାଲ ସଜାଡ଼ୁଥିବା ଦେଖି ସେମାନଙ୍କୁ ଡାକିଲେ ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

21 ଯୀଶୁ ଟିକେ ଆଗକୁ ଯାଇ ଯାକୁବ ଓ ଯୋହନ ନାମକ ଜେବଦୀଙ୍କ ଦୁଇ ପୁତ୍ରଙ୍କୁ ଭେଟିଲେ। ଏ ଦୁଇ ଭାଇ ଓ ସେମାନଙ୍କ ପିତା ନୌକାରେ ବସି ସେମାନଙ୍କର ଜାଲ ସଜାଡ଼ୁଥିଲେ।

Viz kapitola kopírovat

ପବିତ୍ର ବାଇବଲ

21 ଯୀଶୁ ସେଠାରୁ ଆଗକୁ ଗ୍ଭଲିଲେ। ସେ ଦେଖିଲେ ଯେ ଜେବଦୀଙ୍କ ପୁଅ ଯାକୁବ ଓ ଯୋହନଙ୍କୁ ତାହାଙ୍କ ବାପାଙ୍କ ସହିତ ଡଙ୍ଗା ଉପରେ ବସି ଜାଲ ମରାମତି କରୁଛନ୍ତି। ଯୀଶୁ ସେମାନଙ୍କୁ ଡାକିଲେ।

Viz kapitola kopírovat




ମାଥିଉ 4:21

Následuj nás:

Reklamy


Reklamy