ମାଥିଉ 4:23 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT23 ପରେ ଯୀଶୁ ସେମାନଙ୍କ ସମାଜଗୃହ ସମୂହରେ ଶିକ୍ଷା ଦେଇ ରାଜ୍ୟର ସୁସମାଚାର ଘୋଷଣା କରି ଏବଂ ଲୋକଙ୍କର ସମସ୍ତ ପ୍ରକାର ରୋଗ ଓ ସମସ୍ତ ପ୍ରକାର ପୀଡ଼ା ସୁସ୍ଥ କରି ସମୁଦାୟ ଗାଲିଲୀରେ ଭ୍ରମଣ କରିବାକୁ ଲାଗିଲେ, Viz kapitolaପବିତ୍ର ବାଇବଲ (Re-edited) - (BSI)23 ପରେ ଯୀଶୁ ସେମାନଙ୍କ ସମାଜଗୃହସମୂହରେ ଶିକ୍ଷା ଦେଇ ରାଜ୍ୟର ସୁସମାଚାର ଘୋଷଣା କରି ଏବଂ ଲୋକଙ୍କର ସମସ୍ତ ପ୍ରକାର ରୋଗ ଓ ସମସ୍ତ ପ୍ରକାର ପୀଡ଼ା ସୁସ୍ଥ କରିଏସମୁଦାୟ ଗାଲିଲୀରେ ଭ୍ରମଣ କରିବାକୁଲାଗିଲେ, Viz kapitolaଓଡିଆ ବାଇବେଲ23 ପରେ ଯୀଶୁ ସେମାନଙ୍କ ସମାଜଗୃହ ସମୂହରେ ଶିକ୍ଷା ଦେଇ ରାଜ୍ୟର ସୁସମାଚାର ଘୋଷଣା କରି ଏବଂ ଲୋକଙ୍କର ସମସ୍ତ ପ୍ରକାର ରୋଗ ଓ ସମସ୍ତ ପ୍ରକାର ପୀଡ଼ା ସୁସ୍ଥ କରି ସମୁଦାୟ ଗାଲିଲୀରେ ବୁଲିବାକୁ ଲାଗିଲେ, Viz kapitolaପବିତ୍ର ବାଇବଲ (CL) NT (BSI)23 ଯୀଶୁ ସମଗ୍ର ଗାଲିଲୀ ପର୍ଯ୍ୟଟନ କରି ଉପାସନା ଗୃହମାନଙ୍କରେ ଶିକ୍ଷା ଦେଲେ। ଈଶ୍ୱରଙ୍କ ରାଜ୍ୟର ସୁସମାଚାର ପ୍ରଚାର କଲେ ଏବଂ ନାନାବିଧ ରୋଗୀ ଓ ଅସୁସ୍ଥ ଲୋକମାନଙ୍କୁ ସୁସ୍ଥ କଲେ। Viz kapitolaପବିତ୍ର ବାଇବଲ23 ଯୀଶୁ ଯିହୂଦୀ ସମାଜଗୃହମାନଙ୍କରେ ସ୍ୱର୍ଗରାଜ୍ୟରେ ସୁସମାଗ୍ଭର ପ୍ରଗ୍ଭର କରି ଓ ଲୋକଙ୍କର ସମସ୍ତ ପ୍ରକାର ରୋଗ ଓ ପୀଡ଼ା ଦୂର କରି ସମଗ୍ର ଗାଲିଲୀ ରାଜ୍ୟରେ ଭ୍ରମଣ କଲେ। Viz kapitola |