ମାଥିଉ 4:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ଆଉ ପରୀକ୍ଷକ ତାହାଙ୍କ ନିକଟକୁ ଆସି କହିଲା, “ତୁମ୍ଭେ ଯେବେ ଈଶ୍ବରଙ୍କ ପୁତ୍ର, ତେବେ ଏହି ପଥରଗୁଡ଼ାକ ରୁଟି ହେବା ପାଇଁ ଆଜ୍ଞା ଦିଅ।” Viz kapitolaପବିତ୍ର ବାଇବଲ (Re-edited) - (BSI)3 ଆଉ, ପରୀକ୍ଷକ ତାହାଙ୍କ ନିକଟକୁ ଆସି କହିଲା, ତୁମ୍ଭେ ଯେବେ ଈଶ୍ଵରଙ୍କ ପୁତ୍ର, ତେବେ ଏହି ପଥରଗୁଡ଼ାକ ରୋଟୀ ହେବା ପାଇଁ ଆଜ୍ଞା ଦିଅ। Viz kapitolaଓଡିଆ ବାଇବେଲ3 ଆଉ ପରୀକ୍ଷକ ତାହାଙ୍କ ନିକଟକୁ ଆସି କହିଲା, "ତୁମ୍ଭେ ଯେବେ ଈଶ୍ୱରଙ୍କ ପୁତ୍ର, ତେବେ ଏହି ପଥରଗୁଡିକୁ ରୁଟି ହେବା ପାଇଁ ଆଜ୍ଞା ଦିଅ ।" Viz kapitolaପବିତ୍ର ବାଇବଲ (CL) NT (BSI)3 ସେତେବେଳେ ଶୟତାନ ତାଙ୍କ ନିକଟକୁ ଆସି କହିଲା, “ତୁମେ ଯଦି ଈଶ୍ୱରଙ୍କ ପୁତ୍ର, ଏହି ପଥରଗୁଡ଼ିକୁ ରୋଟିରେ ପରିଣତ ହେବା ପାଇଁ ଆଦେଶ ଦିଅ।” Viz kapitolaପବିତ୍ର ବାଇବଲ3 ଶୟତାନ ପରୀକ୍ଷା କରିବା ନିମନ୍ତେ ଆସି ତାହାଙ୍କୁ କହିଲା, “ତୁମ୍ଭେ ଯଦି ପରମେଶ୍ୱରଙ୍କ ପୁତ୍ର, ତେବେ ଏହି ପଥରଗୁଡ଼ିକୁ ରୋଟୀ ହୋଇ ଯିବା ପାଇଁ କୁହ।” Viz kapitola |