Online Bible

- Reklamy -




ମାଥିଉ 4:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 କିନ୍ତୁ ଯୀଶୁ ଉତ୍ତର ଦେଲେ, “ଲେଖାଅଛି, ‘ମନୁଷ୍ୟ କେବଳ ରୁଟିରେ ବଞ୍ଚିବ ନାହିଁ, ମାତ୍ର ଈଶ୍ବରଙ୍କ ମୁଖରୁ ନିର୍ଗତ ପ୍ରତ୍ୟେକ ବାକ୍ୟରେ ବଞ୍ଚିବ।’”

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

4 କିନ୍ତୁ ଯୀଶୁ ଉତ୍ତର ଦେଲେ, ଲେଖାଅଛି, ମନୁଷ୍ୟ କେବଳ ରୋଟୀରେ ବଞ୍ଚିବ ନାହିଁ, ମାତ୍ର ଈଶ୍ଵରଙ୍କ ମୁଖରୁ ନିର୍ଗତ ପ୍ରତ୍ୟେକ ବାକ୍ୟରେ ବଞ୍ଚିବ।

Viz kapitola kopírovat

ଓଡିଆ ବାଇବେଲ

4 କିନ୍ତୁ ଯୀଶୁ ଉତ୍ତର ଦେଲେ, "ଲେଖା ଅଛି, 'ମନୁଷ୍ୟ କେବଳ ରୁଟିରେ ବଞ୍ଚିବ ନାହିଁ, ମାତ୍ର ଈଶ୍ୱରଙ୍କ ମୁଖରୁ ନିର୍ଗତ ପ୍ରତ୍ୟେକ ବାକ୍ୟରେ ବଞ୍ଚିବ ।'"

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

4 କିନ୍ତୁ ଯୀଶୁ ଉତ୍ତର ଦେଲେ, “ଧର୍ମଶାସ୍ତ୍ରରେ ଲେଖା ଅଛି, ‘ମନୁଷ୍ୟ ଖାଲି ରୋଟି ଖାଇ ବଞ୍ଚେ ନାହିଁ। ଈଶ୍ୱରଙ୍କ ମୁଖନିସୃତ ପ୍ରତ୍ୟେକ ବାକ୍ୟ ତା’ର ଜୀବନ ପାଇଁ ଆବଶ୍ୟକ’।”

Viz kapitola kopírovat

ପବିତ୍ର ବାଇବଲ

4 ଯୀଶୁ ଉତ୍ତରରେ କହିଲେ, “ଶାସ୍ତ୍ରରେ ଏହା ଲେଖାଅଛି, ‘ମଣିଷ କେବଳ ଖାଦ୍ୟରେ ବଞ୍ଚିବ ନାହିଁ, କିନ୍ତୁ ତା'ର ଜୀବନ ପରମେଶ୍ୱରଙ୍କ ମୁଖରୁ ବାହାରି ଥିବା ପ୍ରତ୍ୟେକ ବାକ୍ୟରେ ହିଁ ବଞ୍ଚିବ।’”

Viz kapitola kopírovat




ମାଥିଉ 4:4

Následuj nás:

Reklamy


Reklamy