ମାଥିଉ 4:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ତୁମ୍ଭେ ଯେବେ ଆମ୍ଭକୁ ଭୂମିଷ୍ଠ ପ୍ରଣାମ କରିବ, ତେବେ ଆମ୍ଭେ ଏହି ସମସ୍ତ ତୁମ୍ଭକୁ ଦେବା। Viz kapitolaପବିତ୍ର ବାଇବଲ (Re-edited) - (BSI)9 ତୁମ୍ଭେ ଯେବେ ଆମ୍ଭକୁ ଭୂମିଷ୍ଠ ପ୍ରଣାମ କରିବ, ତେବେ ଆମ୍ଭେ ଏହିସମସ୍ତ ତୁମ୍ଭକୁ ଦେବା। Viz kapitolaଓଡିଆ ବାଇବେଲ9 ତୁମ୍ଭେ ଯେବେ ଆମ୍ଭକୁ ଭୂମିଷ୍ଠ ପ୍ରଣାମ କରିବ, ତେବେ ଆମ୍ଭେ ଏହି ସମସ୍ତ ତୁମ୍ଭକୁ ଦେବା । Viz kapitolaପବିତ୍ର ବାଇବଲ (CL) NT (BSI)9 “ଯଦି ତୁମେ ଜାନୁପାତି ମୋତେ ପୂଜା କରିବ, ଏହିସବୁ ତୁମକୁ ମୁଁ ଦେବି।” Viz kapitolaପବିତ୍ର ବାଇବଲ9 ଶୟତାନ ଯୀଶୁଙ୍କୁ କହିଲା, “ଯଦି ତୁମ୍ଭେ ପାଦତଳେ ପଡ଼ି ମୋତେ ପ୍ରଣାମ କରିବ, ତେବେ ତୁମ୍ଭକୁ ମୁଁ ଏସବୁ ଦେଇଦେବି।” Viz kapitola |