ମାଥିଉ 5:14 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ତୁମ୍ଭେମାନେ ଜଗତର ଜ୍ୟୋତିଃ। ପର୍ବତ ଉପରେ ସ୍ଥାପିତ ନଗର ଗୁପ୍ତ ହୋଇ ରହି ନ ପାରେ; Viz kapitolaପବିତ୍ର ବାଇବଲ (Re-edited) - (BSI)14 ତୁମ୍ଭେମାନେ ଜଗତର ଜ୍ୟୋତିଃ। ପର୍ବତ ଉପରେ ସ୍ଥାପିତ ନଗର ଗୁପ୍ତ ହୋଇ ରହି ନ ପାରେ; Viz kapitolaଓଡିଆ ବାଇବେଲ14 ତୁମ୍ଭେମାନେ ଜଗତର ଜ୍ୟୋତିଃ। ପର୍ବତ ଉପରେ ସ୍ଥାପିତ ନଗର ଗୁପ୍ତ ହୋଇ ରହି ନ ପାରେ; Viz kapitolaପବିତ୍ର ବାଇବଲ (CL) NT (BSI)14 ତୁମେ ସମଗ୍ର ଜଗତର ଆଲୋକ ସ୍ୱରୂପ। ଯେଉଁ ନଗରୀଟି ପର୍ବତ ଉପରେ ନିର୍ମିତ, ତାହା କେବେ ଲୁକ୍କାୟିତ ହୋଇ ରହିପାରେ ନାହିଁ। Viz kapitolaପବିତ୍ର ବାଇବଲ14 “ତୁମ୍ଭେ ଜଗତର ଆଲୋକ। ପାହାଡ଼ ଉପରେ ଅବସ୍ଥିତ କୌଣସି ନଗରକୁ କେବେ ହେଲେ ଲୁଚେଇ ରଖାଯାଇ ପାରିବ ନାହିଁ। Viz kapitola |