ମାଥିଉ 5:21 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 ତୁମ୍ଭେମାନେ ଶୁଣିଅଛ ଯେ, ପୁରାତନ କାଳର ଲୋକମାନଙ୍କୁ କୁହାଯାଇଥିଲା, ‘ନରହତ୍ୟା କର ନାହିଁ, ଆଉ ଯେ କେହି ନରହତ୍ୟା କରେ ସେ ବିଚାରସ୍ଥାନରେ ଦଣ୍ଡନୀୟ ହେବ।’ Viz kapitolaପବିତ୍ର ବାଇବଲ (Re-edited) - (BSI)21 ତୁମ୍ଭେମାନେ ଶୁଣିଅଛ ଯେ, ପୁରାକାଳରେ ଲୋକମାନଙ୍କୁ କୁହାଯାଇଥିଲା, ନରହତ୍ୟା କର ନାହିଁ, ଆଉ ଯେକେହି ନରହତ୍ୟା କରେ, ସେ ବିଚାରସ୍ଥାନରେ ଦଣ୍ତନୀୟ ହେବ। Viz kapitolaଓଡିଆ ବାଇବେଲ21 ତୁମ୍ଭେମାନେ ଶୁଣିଅଛ ଯେ, ପୁରାତନ କାଳର ଲୋକମାନଙ୍କୁ କୁହାଯାଇଥିଲା, ନରହତ୍ୟା କର ନାହିଁ, ଆଉ ଯେ କେହି ନରହତ୍ୟା କରେ ସେ ବିଚାରସ୍ଥାନରେ ଦଣ୍ଡନୀୟ ହେବ । Viz kapitolaପବିତ୍ର ବାଇବଲ (CL) NT (BSI)21 “ତୁମ୍ଭେମାନେ ଶୁଣିଛ; ପୁରାକାଳରୁ ଲୋକମାନଙ୍କୁ କୁହାଯାଇଛି, ‘ନରହତ୍ୟା କର ନାହିଁ। ଯେ ତାହା କରେ, ସେ ବିଚାରିତ ହେବ।’ Viz kapitolaପବିତ୍ର ବାଇବଲ21 “ତୁମ୍ଭେମାନେ ଶୁଣିଛ ଯେ, ଆମ୍ଭର ପୂର୍ବପୁରୁଷମାନଙ୍କୁ କୁହାଯାଇଥିଲା: ‘ନରହତ୍ୟା କର ନାହିଁ। ଯେଉଁ ଲୋକ ନରହତ୍ୟା କରେ, ସେ ବିଗ୍ଭରସ୍ଥାନରେ ବିଗ୍ଭରିତ ହେବ।’ Viz kapitola |