ମାଥିଉ 5:24 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT24 ତାହାହେଲେ ସେହି ସ୍ଥାନରେ ବେଦି ସମ୍ମୁଖରେ ତୁମ୍ଭର ନୈବେଦ୍ୟ ଥୋଇଦେଇ ଚାଲିଯାଅ, ଆଗେ ନିଜ ଭାଇ ସାଙ୍ଗରେ ମିଳିତ ହୁଅ, ଆଉ ତାହା ପରେ ଆସି ତୁମ୍ଭର ନୈବେଦ୍ୟ ଉତ୍ସର୍ଗ କର। Viz kapitolaପବିତ୍ର ବାଇବଲ (Re-edited) - (BSI)24 ତାହାହେଲେ ସେହି ସ୍ଥାନରେ ବେଦି ସମ୍ମୁଖରେ ତୁମ୍ଭର ନୈବେଦ୍ୟ ଥୋଇଦେଇ ଚାଲିଯାଅ, ଆଗେ ନିଜ ଭାଇ ସଙ୍ଗରେ ମିଳିତ ହୁଅ, ଆଉ ତାହା ପରେ ଆସି ତୁମ୍ଭର ନୈବେଦ୍ୟ ଉତ୍ସର୍ଗ କର। Viz kapitolaଓଡିଆ ବାଇବେଲ24 ତାହାହେଲେ ସେହି ସ୍ଥାନରେ ବେଦି ସମ୍ମୁଖରେ ତୁମ୍ଭର ନୈବେଦ୍ୟ ଥୋଇଦେଇ ଚାଲିଯାଅ, ଆଗେ ନିଜ ଭାଇ ସାଙ୍ଗରେ ମିଳିତ ହୁଅ, ଆଉ ତାହା ପରେ ଆସି ତୁମ୍ଭର ନୈବେଦ୍ୟ ଉତ୍ସର୍ଗ କର । Viz kapitolaପବିତ୍ର ବାଇବଲ (CL) NT (BSI)24 ବେଦୀ ସମ୍ମୁଖରେ ସେହି ନୈବେଦ୍ୟ ଛାଡ଼ିଦେଇ ସଙ୍ଗେ ସଙ୍ଗେ ଯାଅ, ଭାଇ ସହିତ ପୁନର୍ମିଳିତ ହେବା ପରେ ଫେରି ଆସି ଈଶ୍ୱରଙ୍କୁ ତାହା ଉତ୍ସର୍ଗ କର। Viz kapitolaପବିତ୍ର ବାଇବଲ24 ତେବେ ତୁମ୍ଭର ନୈବେଦ୍ୟ ଦାନ ସେହିଠାରେ ଛାଡ଼ି ଦେଇ ସେହି ଲୋକଟି ପାଖକୁ ଯାଅ ଏବଂ ତା’ ସହିତ ଶାନ୍ତି ସ୍ଥାପନ କରି, ତା'ପରେ ଆସି ତୁମ୍ଭର ନୈବେଦ୍ୟ ଦାନ ଅର୍ପଣ କର। Viz kapitola |