ମାଥିଉ 5:25 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT25 ତୁମ୍ଭର ବିବାଦୀ ସହିତ ବାଟରେ ଥିବା ସମୟରେ ଶୀଘ୍ର ତାହା ପ୍ରତି ମିଳନର ଭାବ ଦେଖାଅ, କାଳେ ବିବାଦୀ ତୁମ୍ଭକୁ ବିଚାରକର୍ତ୍ତାଙ୍କ ହସ୍ତରେ ସମର୍ପଣ କରିବ, ପୁଣି, ବିଚାରକର୍ତ୍ତା ତୁମ୍ଭକୁ ପଦାତିକ ହସ୍ତରେ ସମର୍ପଣ କରିବେ, ଆଉ ତୁମ୍ଭେ କାରାଗାରରେ ନିକ୍ଷିପ୍ତ ହେବ। Viz kapitolaପବିତ୍ର ବାଇବଲ (Re-edited) - (BSI)25 ତୁମ୍ଭର ବିବାଦୀ ସହିତ ବାଟରେ ଥିବା ସମୟରେ ଶୀଘ୍ର ତାହା ପ୍ରତି ମିଳନର ଭାବ ଦେଖାଅ, କାଳେ ବିବାଦୀ ତୁମ୍ଭକୁ ବିଚାରକର୍ତ୍ତାଙ୍କ ହସ୍ତରେ ସମର୍ପଣ କରିବ, ପୁଣି ବିଚାରକର୍ତ୍ତା ତୁମ୍ଭକୁ ପଦାତିକ ହସ୍ତରେ ସମର୍ପଣ କରିବେ, ଆଉ ତୁମ୍ଭେ କାରଗାରରେ ନିକ୍ଷିପ୍ତ ହେବ। Viz kapitolaଓଡିଆ ବାଇବେଲ25 ତୁମ୍ଭର ବିବାଦୀ ସହିତ ବାଟରେ ଥିବା ସମୟରେ ଶୀଘ୍ର ତାହା ପ୍ରତି ମିଳନର ଭାବ ଦେଖାଅ, କାଳେ ବିବାଦୀ ତୁମ୍ଭକୁ ବିଚାରକର୍ତ୍ତାଙ୍କ ହସ୍ତରେ ସମର୍ପଣ କରିବ, ପୁଣି, ବିଚାରକର୍ତ୍ତା ତୁମ୍ଭକୁ ପଦାତିକ ହସ୍ତରେ ସମର୍ପଣ କରିବେ, ଆଉ ତୁମ୍ଭେ କାରାଗାରରେ ନିକ୍ଷିପ୍ତ ହେବ । Viz kapitolaପବିତ୍ର ବାଇବଲ (CL) NT (BSI)25 “ଯଦି କେହି ତୁମ ବିରୁଦ୍ଧରେ ମକଦ୍ଦମା କରି ଅଦାଲତକୁ ଯିବାକୁ ବାଧ୍ୟ କରେ, ଅଦାଲତକୁ ଯିବା ପୂର୍ବରୁ ବେଳ ଥାଉ ଥାଉ ତା’ ସହିତ ଆପୋଷ ମିଳାମିଶା କରିନିଅ। ନଚେତ୍ ଅଦାଲତରେ ପହଞ୍ôଚଗଲେ, ସେ ତୁମକୁ ବିଚାରପତି ହାତରେ ସମର୍ପଣ କରିବ ଏବଂ ହୁଏତ ବିଚାରପତି ତୁମକୁ ବନ୍ଦୀଶାଳାକୁ ନେଇ ଯିବା ପାଇଁ ସିପାହୀ ହାତରେ ସମର୍ପଣ କରିବେ। Viz kapitolaପବିତ୍ର ବାଇବଲ25 “ଯଦି ତୁମ୍ଭର ଶତ୍ରୁ ତୁମ୍ଭକୁ ବିଗ୍ଭରାଳୟକୁ ନେଇ ଯାଉଅଛି, ତେବେ ବିଗ୍ଭରାଳୟ ଯିବା ପୂର୍ବରୁ ତା’ ସହିତ ଶୀଘ୍ର ବନ୍ଧୁତା ସ୍ଥାପନ କର। ନଚେତ ତୁମ୍ଭର ଶତ୍ରୁ ବିଗ୍ଭରପତିଙ୍କ ହାତରେ ଦେଇଦେବ ଓ ଶେଷରେ ବିଗ୍ଭରପତି ତୁମ୍ଭକୁ ସିପାହୀ ହାତରେ ଦେବେ, ତା'ପରେ ତୁମ୍ଭେ କାରାଗାରରେ ବନ୍ଦୀ ହୋଇ ଯିବ। Viz kapitola |