ମାଥିଉ 5:36 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT36 ଆପଣା ମସ୍ତକର ଶପଥ କର ନାହିଁ, କାରଣ ତାହାର ଗୋଟିଏ କେଶ ଧଳା ବା କଳା କରିବାକୁ ତୁମ୍ଭର ଶକ୍ତି ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)36 ଅବା ଆପଣା ମସ୍ତକର ଶପଥ କର ନାହିଁ, କାରଣ ତାହାର ଗୋଟିଏ କେଶ ଧଳା ବା କଳା କରିବାକୁ ତୁମ୍ଭର ଶକ୍ତି ନାହିଁ। Viz kapitolaଓଡିଆ ବାଇବେଲ36 ଅବା ଆପଣା ମସ୍ତକର ଶପଥ କର ନାହିଁ, କାରଣ ତାହାର ଗୋଟିଏ କେଶ ଧଳା ବା କଳା କରିବାକୁ ତୁମ୍ଭର ଶକ୍ତି ନାହିଁ । Viz kapitolaପବିତ୍ର ବାଇବଲ (CL) NT (BSI)36 ତୁମ ମସ୍ତକର ରାଣ ପକାଅ ନାହିଁ, କାରଣ ଗୋଟିଏ କେଶ କଳା ବା ଧଳା କରିବାର ଶକ୍ତି ତୁମର ନାହିଁ। Viz kapitolaପବିତ୍ର ବାଇବଲ36 ନିଜ ମୁଣ୍ଡ ଛୁଇଁ ପ୍ରତିଜ୍ଞା ନିଅ ନାହିଁ, କାରଣ ତା'ର ଗୋଟିଏ ବାଳକୁ ବି ତୁମ୍ଭେ କଳା ବା ଧଳା କରି ପାରିବ ନାହିଁ। Viz kapitola |