ମାଥିଉ 5:48 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT48 ଅତଏବ ତୁମ୍ଭମାନଙ୍କ ସ୍ୱର୍ଗସ୍ଥ ପିତା ଯେପରି ସିଦ୍ଧ, ତୁମ୍ଭେମାନେ ମଧ୍ୟ ସେହିପରି ସିଦ୍ଧ ହୁଅ। Viz kapitolaପବିତ୍ର ବାଇବଲ (Re-edited) - (BSI)48 ଅତଏବ, ତୁମ୍ଭମାନଙ୍କ ସ୍ଵର୍ଗସ୍ଥ ପିତା ଯେପରି ସିଦ୍ଧ, ତୁମ୍ଭେମାନେ ମଧ୍ୟ ସେହିପରି ସିଦ୍ଧ ହୁଅ। Viz kapitolaଓଡିଆ ବାଇବେଲ48 ଅତଏବ ତୁମ୍ଭମାନଙ୍କ ସ୍ୱର୍ଗସ୍ଥ ପିତା ଯେପରି ସିଦ୍ଧ, ତୁମ୍ଭେମାନେ ମଧ୍ୟ ସେହିପରି ସିଦ୍ଧ ହୁଅ । Viz kapitolaପବିତ୍ର ବାଇବଲ (CL) NT (BSI)48 ତୁମ୍ଭମାନଙ୍କ ସ୍ୱର୍ଗସ୍ଥ ପିତା ଯେପରି ସିଦ୍ଧ, ତୁମ୍ଭେମାନେ ସେହିପରି ସିଦ୍ଧ ହେବା ଉଚିତ୍। Viz kapitolaପବିତ୍ର ବାଇବଲ48 ଏଣୁ ସ୍ୱର୍ଗରେ ରହୁଥିବା ତୁମ୍ଭର ପରମପିତା ଯେପରି ସିଦ୍ଧ, ତୁମ୍ଭେମାନେ ମଧ୍ୟ ସେହିପରି ସିଦ୍ଧ ହୁଅ। Viz kapitola |