ମାଥିଉ 6:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ତୁମ୍ଭର ରାଜ୍ୟ ଆସୁ। ଯେପରି ସ୍ୱର୍ଗରେ, ସେହିପରି ପୃଥିବୀରେ ତୁମ୍ଭର ଇଚ୍ଛା ସଫଳ ହେଉ। Viz kapitolaପବିତ୍ର ବାଇବଲ (Re-edited) - (BSI)10 ତୁମ୍ଭର ରାଜ୍ୟ ଆସୁ। ଯେପରି ସ୍ଵର୍ଗରେ, ସେପରି ପୃଥିବୀରେ ତୁମ୍ଭର ଇଚ୍ଛା ସଫଳ ହେଉ। Viz kapitolaଓଡିଆ ବାଇବେଲ10 ତୁମ୍ଭର ରାଜ୍ୟ ଆସୁ । ଯେପରି ସ୍ୱର୍ଗରେ, ସେହିପରି ପୃଥିବୀରେ ତୁମ୍ଭର ଇଚ୍ଛା ସଫଳ ହେଉ । Viz kapitolaପବିତ୍ର ବାଇବଲ (CL) NT (BSI)10 ତୁମର ରାଜ୍ୟ ପ୍ରତିଷ୍ଠିତ ହେଉ। ତୁମର ଇଚ୍ଛା ସ୍ୱର୍ଗରେ ଯେପରି, ଏହି ପୃଥିବୀରେ ମଧ୍ୟ ସେପରି ସଫଳ ହେଉ। Viz kapitolaପବିତ୍ର ବାଇବଲ10 ତୁମ୍ଭର ରାଜ୍ୟ ଆସୁ। ସ୍ୱର୍ଗରେ ତୁମ୍ଭ ଇଚ୍ଛା ସଫଳ ହେବାଭଳି ଏ ପୃଥିବୀରେ ବି ତୁମ୍ଭ ଇଚ୍ଛା ସଫଳ ହେଉ। Viz kapitola |