Online Bible

- Reklamy -




ମାଥିଉ 6:14 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

14 କାରଣ ଯେବେ ଲୋକମାନଙ୍କର ଅପରାଧସବୁ କ୍ଷମା କର, ତେବେ ତୁମ୍ଭମାନଙ୍କ ସ୍ୱର୍ଗସ୍ଥ ପିତା ତୁମ୍ଭମାନଙ୍କୁ ମଧ୍ୟ କ୍ଷମା କରିବେ;

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

14 କାରଣ ଯେବେ ଲୋକମାନଙ୍କର ଅପରାଧସବୁ କ୍ଷମା କର, ତେବେ ତୁମ୍ଭମାନଙ୍କ ସ୍ଵର୍ଗସ୍ଥ ପିତା ତୁମ୍ଭମାନଙ୍କୁ ମଧ୍ୟ କ୍ଷମା କରିବେ;

Viz kapitola kopírovat

ଓଡିଆ ବାଇବେଲ

14 କାରଣ ଯେବେ ଲୋକମାନଙ୍କର ଅପରାଧସବୁ କ୍ଷମା କର, ତେବେ ତୁମ୍ଭମାନଙ୍କ ସ୍ୱର୍ଗସ୍ଥ ପିତା ତୁମ୍ଭମାନଙ୍କୁ ମଧ୍ୟ କ୍ଷମା କରିବେ;

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

14 “ତୁମ ବିରୁଦ୍ଧରେ ଦୋଷ କରିଥିବା ଅନ୍ୟମାନଙ୍କୁ ଯଦି ତୁମେ କ୍ଷମା କର, ପିତା ଈଶ୍ୱର ମଧ୍ୟ ତୁମମାନଙ୍କୁ କ୍ଷମା କରିବେ।

Viz kapitola kopírovat

ପବିତ୍ର ବାଇବଲ

14 ଏଣୁ ତୁମ୍ଭେ ଯଦି ଲୋକଙ୍କ ଅପରାଧ କ୍ଷମା କରିଦେବ ତେବେ ସ୍ୱର୍ଗରେ ରହୁଥିବା ତୁମ୍ଭମାନଙ୍କର ପରମପିତା ତୁମ୍ଭ ଅପରାଧ ପାଇଁ ତୁମ୍ଭକୁ ମଧ୍ୟ କ୍ଷମା କରିଦେବେ।

Viz kapitola kopírovat




ମାଥିଉ 6:14

Následuj nás:

Reklamy


Reklamy