ମାଥିଉ 6:20 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT20 ମାତ୍ର ଯେଉଁଠାରେ କୀଟ ଓ କଳଙ୍କ ନଷ୍ଟ ନ କରେ ଏବଂ ଚୋରମାନେ ସିନ୍ଧି କାଟି ଚୋରି ନ କରନ୍ତି, ଏପରି ସ୍ୱର୍ଗରେ ଆପଣା ଆପଣା ନିମନ୍ତେ ଧନ ସଞ୍ଚୟ କର, Viz kapitolaପବିତ୍ର ବାଇବଲ (Re-edited) - (BSI)20 ମାତ୍ର ଯେଉଁଠାରେ କୀଟ ଓ କଳଙ୍କ କ୍ଷୟ ନ କରେ ଏବଂ ଚୋରମାନେ ସିନ୍ଧି କାଟି ଚୋରି ନ କରନ୍ତି, ଏପରି ସ୍ଵର୍ଗରେ ଆପଣା ଆପଣା ନିମନ୍ତେ ଧନ ସଞ୍ଚୟ କର, Viz kapitolaଓଡିଆ ବାଇବେଲ20 ମାତ୍ର ଯେଉଁଠାରେ କୀଟ ଓ କଳଙ୍କ ନଷ୍ଟ ନ କରେ ଏବଂ ଚୋରମାନେ ସିନ୍ଧି କାଟି ଚୋରି ନ କରନ୍ତି, ଏପରି ସ୍ୱର୍ଗରେ ଆପଣା ଆପଣା ନିମନ୍ତେ ଧନ ସଞ୍ଚୟ କର, Viz kapitolaପବିତ୍ର ବାଇବଲ (CL) NT (BSI)20 ବରଂ ସ୍ୱର୍ଗରେ ତୁମ ପାଇଁ ଧନ ସଞ୍ଚୟ କର। ସେଠାରେ ଘୂଣ ବା କଳଙ୍କ କିଛି କ୍ଷତି କରି ପାରିବ ନାହିଁ କିମ୍ବା ଚୋରମାନେ ପଶି ଧନ ଲୁଟି ନେଇପାରିବେ ନାହିଁ। ସାବଧାନ! Viz kapitolaପବିତ୍ର ବାଇବଲ20 ବରଂ ନିଜ ପାଇଁ ସ୍ୱର୍ଗରେ ଧନ ସଞ୍ଚୟ କର, ସେଠାରେ ତାକୁ ପୋକ କି କଳଙ୍କ ମଧ୍ୟ ନଷ୍ଟ କରି ପାରିବ ନାହିଁ। ସେଠାରେ ଗ୍ଭେର ବି ସିନ୍ଧି କାଟି ସେହିଧନ ଗ୍ଭେରାଇ କରି ନେଇ ପାରିବ ନାହିଁ। Viz kapitola |